Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମିଷ ଖାଇବା ଦ୍ବାରା ବ୍ୟାପୁନାହିଁ କୋରୋନା : ଅରୁଣ ସାହୁ
ଆଜିର ଖବର

ଆମିଷ ଖାଇବା ଦ୍ବାରା ବ୍ୟାପୁନାହିଁ କୋରୋନା : ଅରୁଣ ସାହୁ

March 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଆମିଷ ଖାଇବା ଦ୍ବାରା କୋରୋନା ବ୍ୟାପିବାର ସମ୍ଭାବନା ନାହିଁ ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି । ମାଛ, ମାଂସ, ଅଣ୍ଡା ଏବଂ କୁକୁଡା ଖାଇବା ଦ୍ବାରା କୋରୋନା ବ୍ୟାପୁନାହିଁ । ଗୁଜବ ସୃଷ୍ଟିକାରୀ ଏପରି ଗୁଜବ ସୃଷ୍ଟି କରିବା କାରଣରୁ କୁକୁଡା ଚାଷୀ କ୍ଷତି ସହୁଛନ୍ତି ବୋଲି ଶନିବାର କୃଷିମନ୍ତ୍ରୀ ସଳଚନା ଦେଇଛନ୍ତି । ତିନି ଦିନ ତଳେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସ୍ପଷ୍ଟୀକରଣ ପ୍ରଦାନ କରାଯାଇଥିଲେ ମଧ୍ୟ ଗୁଜବ କାରଣରୁ ସାଧାରଣ ଲୋକେ ଭୟରେ କୁକୁଡା ଖାଇବା ବନ୍ଦ କରିଦେଇଛନ୍ତି । କୋରୋନା ସଙ୍କ୍ରମିତଙ୍କ ସଂସ୍ପର୍ଶରେ ଆସିଲେ କୋରୋନା ବ୍ୟାପିଥାଏ ତେଣୁ କୁକୁଡାକୁ ଭଲରେ ଶିଝାଇ ଖାଇବାରେ କୌଣସି ଅସୁବିଧା ନାହିଁ ବୋଲି କୃଷିମନ୍ତ୍ରୀ ମତ ଦେଇଛନ୍ତି ।

arunsahoo covid19
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026
Latest News

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.