Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟି-୨୦ରେ ୮୦୦୦ ରନ୍ କରିବାରେ ସୁରେଶ ରୈନା ପ୍ରଥମ ଭାରତୀୟ କ୍ରିକେଟର
ଆଜିର ଖବର

ଟି-୨୦ରେ ୮୦୦୦ ରନ୍ କରିବାରେ ସୁରେଶ ରୈନା ପ୍ରଥମ ଭାରତୀୟ କ୍ରିକେଟର

February 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
suresh raina scores 8000 runs, highest individual score in t-20 format
suresh raina scores 8000 runs, highest individual score in t-20 format

ଟି-ଟ୍ୱେଣ୍ଟି କ୍ରିକେଟରେ ୮ହଜାର ରନ୍ ପୂରଣ କରିଛନ୍ତି ଭାରତୀୟ କ୍ରିକେଟର ସୁରେଶ ରୈନା। ଏହି ସଫଳତା ହାସଲ କରିବାରେ ସେ ହୋଇଛନ୍ତି ପ୍ରଥମ ଭାରତୀୟ ଖେଳାଳି। ଗତକାଲି ସୟଦ ମୁସ୍ତାକ ଅଲ୍ଲୀ ଟ୍ରଫିରେ ଉତ୍ତରପ୍ରଦେଶ ପାଇଁ ଖେଳୁଥିବା ମ୍ୟାଚରେ ୧୨ ରନ୍ ହାସଲ କରି ଏହି ସଫଳତାର ଅଧିକାରୀ ହୋଇଥିଲେ ରୈନା। ଏହି ମ୍ୟାଚରେ ପୁଡୁଚେରୀକୁ ୭୭ରନରେ ହରାଇଥିଲା ଉତ୍ତରପ୍ରଦେଶ। ଏହାସହ ରୈନା କ୍ୟାରିଅରର ୩ଶହ ଟି-ଟ୍ୱେଣ୍ଟି ମ୍ୟାଚ୍ ପୂରଣ କରିଛନ୍ତି। ତାଙ୍କ ଉପରେ ଅଛନ୍ତି ଧୋନି (୩୦୧ ମ୍ୟାଚ ଖେଳିଛନ୍ତି)। ରୈନା ଗତବର୍ଷ ଇଂଲଣ୍ଡ ବିପକ୍ଷରେ ଶେଷ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଥିଲେ।

sureshraina thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.