Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ ପ୍ରଥମ କରୋନା ରୋଗୀ ଚିହ୍ନଟ : ଭୁବନେଶ୍ବର କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ହେଉଛନ୍ତି ଚିକିତ୍ସିତ
ଆଜିର ଖବର

ଓଡ଼ିଶାରେ ପ୍ରଥମ କରୋନା ରୋଗୀ ଚିହ୍ନଟ : ଭୁବନେଶ୍ବର କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ହେଉଛନ୍ତି ଚିକିତ୍ସିତ

March 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ବିଶ୍ୱରେ ମାରାତ୍ମକ କରୋନା ନିଜର କାୟା ବିସ୍ତାର କରି ଚାଲିଥିବାବେଳେ ଓଡ଼ିଶାରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛି । ଭୁବନେଶ୍ବର ଅଞ୍ଚଳର ଜଣେ ୩୧ ବର୍ଷୀୟ ଯୁବକଙ୍କଠାରେ ଏହି ମାରାତ୍ମକ ଭୂତାଣୁ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ପାଇଁ ରଖାଯାଇଛି । କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେବା ପରେ ତାଙ୍କ ରକ୍ତ ଓ ସ୍ବାବ୍‌ ନମୁନା ପରୀକ୍ଷା‌ ପାଇଁ ପଠାଯାଇଥିଲା। ରବିବାର ସନ୍ଧ୍ୟାରେ ତାଙ୍କ ‌ରିପୋର୍ଟ‌ ଆସିବା ପରେ ଯୁବକ ଜଣକ କରୋନା (କୋଭିଡ୍‌-୧୯) ଭୂତାଣୁ ଦ୍ବାରା ଆକ୍ରାନ୍ତ ହୋଇଥିବାର  ସ୍ପଷ୍ଟ ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ ଉକ୍ତ ଯୁବକ ଜଣକ 6 ତାରିଖରେ  ଇଟାଲିରୁ ଦିଲ୍ଲୀକୁ ଫେରିଥିଲେ । ଦିଲ୍ଲୀରେ କ୍ବାରେଣ୍ଟିନ୍‌ରେ କିଛିଦିନ ରହିବା ପରେ 12 ତାରିଖ ଦିନ ଟ୍ରେନ୍ ଯୋଗେ ଭୁବନେଶ୍ବର ଆସିଥିଲେ । 13 ତାରିଖରୁ ଥଣ୍ଡା ଜ୍ବର ନ ଛାଡିବାରୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆସିଥିଲେ ।  ତାଙ୍କୁ  ସମ୍ପୃକ୍ତ ଯୁବକଙ୍କ ପରିାବରକୁ ମଧ୍ୟ ନିରୀକ୍ଷଣରେ ରଖାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.