Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଧ୍ୟପ୍ରଦେଶ ହାଇଡ୍ରାମାରେ ଟୁଇଷ୍ଟ୍‌ : ଶକ୍ତିପରୀକ୍ଷା ପୂର୍ବରୁ ବିଧାନସଭା ମୁଲତବୀ
ଆଜିର ଖବର

ମଧ୍ୟପ୍ରଦେଶ ହାଇଡ୍ରାମାରେ ଟୁଇଷ୍ଟ୍‌ : ଶକ୍ତିପରୀକ୍ଷା ପୂର୍ବରୁ ବିଧାନସଭା ମୁଲତବୀ

March 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶରେ ଜାରି ରହିଥିବା ରାଜନୈତିକ ଡ୍ରାମାରେ ଆଜି ଟୁଇଷ୍ଟ୍‌ ଦେଖିବାକୁ ମିଳିଛି । ଶକ୍ତି ପରୀକ୍ଷା ଦେବା ଆଗରୁ ବିଧାନସଭା ମୁଲତବୀ ହୋଇଛି । କମଲନାଥ ସରକାରଙ୍କ ଉପରେ ରହିଥିବା ସଂକଟ ଏବେ କିଛି ଦିନ ପାଇଁ ଟଳି ଯାଇଛି । ଆଜି ବିଧାନସଭାରେ ଫ୍ଲୋର ଟେଷ୍ଟ ହେବାକୁ ଥିବାବେଳେ ବିଧାନସଭା କାର୍ଯ୍ୟକାଳକୁ 26 ମାର୍ଚ୍ଚ ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି । ବାଚସ୍ପତି ଆଜି ବିଧାନସଭାକୁ ମାର୍ଚ୍ଚ 26 ଯାଏଁ ମୁଲତବୀ ରଖିଛନ୍ତି । ରାଜ୍ୟପାଳ ଲାଲାଜୀ ଟଣ୍ଡନ୍‌ ଆଜି ନିଜ ଅଭିଭାବଷଣରେ ବିଧାୟକମାନଙ୍କୁ ନିୟମ ପାଳନ କରିବାକୁ ଉପଦେଶ ଦେଇଥିଲେ ।

ମିଳିଥିବା ସୂଚନା ଅନୁସାରେ କଂଗ୍ରେସର 22 ଜଣ ବିଧାୟକ ଇସ୍ତଫା ଦେବା ପରେ କମଲ ନାଥ ସରକାର ସଂକଟରେ ପଡିଯାଇଛି । କରୋନା ପାଇଁ ବିଧାନସଭାର କାର୍ଯ୍ୟକାଳକୁ ସ୍ଥଗିତ ରଖାଯାଇଥିବାର ସୂଚନା ମିଳିଛି। ତେବେ ଜାରି ରହିଥିବା ମଧ୍ୟପ୍ରଦେଶର ସଂକଟ ଆଉ କେତେ ଦିନ ରହିବ, ତାହା ଆସନ୍ତା ମାର୍ଚ୍ଚ 26 ପରେ ଜଣାପଡିବ ।

ତେବେ ଏହି ଘଟଣାକୁ ନେଇ ସୁପ୍ରିମ୍‌କୋର୍ଟ ଯାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ଶିବରାଜ ସିଂ ଚୌହ୍ବାନ ।

Share. Facebook Twitter LinkedIn Email WhatsApp Copy Link

Related Posts

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026
Latest News

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.