Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷିତ : ରବି ଶଙ୍କରଙ୍କୁ ଜୟଦେବ ସମ୍ମାନ, ପାର୍ଥ ସାରଥୀ ଶ୍ରେଷ୍ଠ ଅଭିନତା, ସନମୀରା ଶ୍ରେଷ୍ଠ ଅଭିନେତ୍ରୀ
ଆଜିର ଖବର

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷିତ : ରବି ଶଙ୍କରଙ୍କୁ ଜୟଦେବ ସମ୍ମାନ, ପାର୍ଥ ସାରଥୀ ଶ୍ରେଷ୍ଠ ଅଭିନତା, ସନମୀରା ଶ୍ରେଷ୍ଠ ଅଭିନେତ୍ରୀ

February 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
State Film awards, Rabishankar Jaydeb Samman, Parthasarathi & Sanmira declared best actors
State Film awards, Rabishankar Jaydeb Samman, Parthasarathi & Sanmira declared best actors

୨୦୧୭ ବର୍ଷ ପାଇଁ ଆଜି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଏଡିଟର ରବିଶଙ୍କର ପଟ୍ଟନାୟକଙ୍କୁ ‘ଜୟଦେବ ସମ୍ମାନ’ ମିଳିବ ବୋଲି ଘୋଷଣା କରାଯାଇଛି। ଶ୍ରେଷ୍ଠ ଅଭିନେତା ଓ ଅଭିନେତ୍ରୀ ସମ୍ମାନ ମଧ୍ୟ ଘୋଷଣା କରାଯାଇଛି। ‘ହେଲୋ ଆର୍ସି’ ପାଇଁ ପାର୍ଥସାରଥୀ ରାୟ ଶ୍ରେଷ୍ଠ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇବେ। ସେହିଭଳି ସମ୍ବିତ ମହାନ୍ତି ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ଏହି ପୁରସ୍କୃତ ହେବେ। ଅନ୍ୟପକ୍ଷରେ ‘ଲୈଲା ଓ ଲୈଲା’ ପାଇଁ ସନମୀରା ଶ୍ରେଷ୍ଠ ଅଭିନେତ୍ରୀ ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇବେ। ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସହିତ ୬ଷ୍ଠ ରାଜ୍ୟ ଟେଲି ପୁରସ୍କାର ବି ଘୋଷଣା କରାଯାଇଛି। ତରଙ୍ଗ ପ୍ରଡକ୍ସନର ‘ନୂଆବୋହୂ’ ଶ୍ରେଷ୍ଠ ଧାରାବାହିକ ଭାବେ ରାଜ୍ୟ ଟେଲି ପୁରସ୍କାର ପାଇବାକୁ ମନୋନୀତ ହୋଇଛି।

odishanews thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.