Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାର୍ଚ୍ଚ 31 ଯାଏଁ ଜିମ୍‌, ନାଇଟ୍‌ କ୍ଲବ୍‌, ସ୍ପାକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଲେ କେଜରୀଓ୍ବାଲ
ଆଜିର ଖବର

ମାର୍ଚ୍ଚ 31 ଯାଏଁ ଜିମ୍‌, ନାଇଟ୍‌ କ୍ଲବ୍‌, ସ୍ପାକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଲେ କେଜରୀଓ୍ବାଲ

March 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସାରା ବିଶ୍ବରେ କରୋନା ଭାଇରସକୁ ନେଇ କୋକୁଆ ଭୟ ସୃଷ୍ଟି ହୋଇଥିବାବେଳେ ଦିଲ୍ଲୀରେ କରୋନା ଭାଇରସକୁ ଦୃଷ୍ଟିରେ କେଜ୍ରିୱାଲ ସରକାର ଲୋକଙ୍କୁ ସଚେତନ ହେବାକୁ ପୁଣିଥରେ ପରାମର୍ଶ ଦେଇଛନ୍ତି। ଏଥିସହ ଦିଲ୍ଲୀରେ ସମସ୍ତ ପ୍ରକାରର ଜିମ, ନାଇଟ କ୍ଲବ, ସ୍ପାକୁ ମାର୍ଚ୍ଚ ୩୧ ଯାଏ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଦିଲ୍ଲୀ ସରକାର ସ୍କୁଲ, କଲେଜ ଓ ସିନେମା ହଲ ବନ୍ଦ ରଖିବାକୁ କହିଥିଲେ। ଏପରିକି କରୋନା ଭାଇରସକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଲୋକଙ୍କୁ ବାହାଘର କାର୍ଯ୍ୟକ୍ରମ ସ୍ଥଗିତ ରଖିବାକୁ ପରାମର୍ଶ ଦେଇଛନ୍ତି।

ଆଜି ସାମ୍ବାଦିକ ସମ୍ମିଳନୀ କରି କେଜ୍ରିୱାଲ କହିଛନ୍ତି, “ଲୋକମାନେ ଯଥା ସମ୍ଭବ ଗୋଟିଏ ସ୍ଥାନରେ ଏକାଠି ହୁଅନ୍ତୁ ନାହିଁ। ସାମାଜିକ କାର୍ଯ୍ୟକ୍ରମରୁ ନିଜକୁ ଦୂରେଇ ରଖନ୍ତୁ। ସମସ୍ତେ ସଚେତନ ରୁହନ୍ତୁ ଓ ହାତକୁ ନିୟମିତ ସଫା ରଖନ୍ତୁ। 50ରୁ ଉର୍ଦ୍ଧ୍ବ ଲୋକ ଏକାଠି ହେଉଥିବା କାର୍ଯ୍ୟକ୍ରମକୁ ମଧ୍ୟ ଅନୁମତି ମିଳିବ ନାହିଁ ବୋଲି କହିଛନ୍ତି । ଯଥାସମ୍ଭବ ବାହଘର ସ୍ଥଗିତ ରଖିବାକୁ ଚେଷ୍ଟା କରିବା ବା ବାହାଘର ତାରିଖ ଆଗକୁ ବଢାଇବାକୁ ଅନୁରୋଧ କରିଛନ୍ତି କେଜରୀଓ୍ବାଲ ।  ସଚେତନ ରହିଲେ ସମସ୍ତେ ସୁରକ୍ଷିତ ରହିପାରିବା। ସମସ୍ତେ ଏକାଠି ମାରାତ୍ମକ କରୋନା ବିରୋଧରେ ଲଢ଼େଇ କରିବା ଉଚିତ ବୋଲି କହିଛନ୍ତି ଦିଲ୍‌ଲୀ ମୁଖ୍ୟମନ୍ତ୍ରୀ କେଜରୀଓ୍ବାଲ ।

Share. Facebook Twitter LinkedIn Email WhatsApp Copy Link

Related Posts

୩୦ ଯାଏଁ ପ୍ରବଳ ବର୍ଷା: ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

August 28, 2025

ପିଏମ୍‌ ଜନ ଧନ ଯୋଜନା: ବଞ୍ଚିତଙ୍କୁ ବ୍ୟାଙ୍କ ସେବା ପ୍ରଦାନର ୧୧ ବର୍ଷ ପୂର୍ତ୍ତି

August 28, 2025

ଏକ ନୂତନ ରେଳଲାଇନ ପ୍ରକଳ୍ପ ସମେତ ୩ଟି ପ୍ରକଳ୍ପର ମଲ୍ଟି-ଟ୍ରାକିଂକୁ କ୍ୟାବିନେଟ ମଞ୍ଜୁରି

August 28, 2025

କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ଧଉଳି ଶାନ୍ତି ସ୍ତୁପ ପରିଦର୍ଶନ କଲେ ଶ୍ରୀଲଙ୍କାର ଲୋକସମ୍ପର୍କ ଅଧିକାରୀ

August 28, 2025
Latest News

୩୦ ଯାଏଁ ପ୍ରବଳ ବର୍ଷା: ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

August 28, 2025

ପିଏମ୍‌ ଜନ ଧନ ଯୋଜନା: ବଞ୍ଚିତଙ୍କୁ ବ୍ୟାଙ୍କ ସେବା ପ୍ରଦାନର ୧୧ ବର୍ଷ ପୂର୍ତ୍ତି

August 28, 2025

ଏକ ନୂତନ ରେଳଲାଇନ ପ୍ରକଳ୍ପ ସମେତ ୩ଟି ପ୍ରକଳ୍ପର ମଲ୍ଟି-ଟ୍ରାକିଂକୁ କ୍ୟାବିନେଟ ମଞ୍ଜୁରି

August 28, 2025

କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ଧଉଳି ଶାନ୍ତି ସ୍ତୁପ ପରିଦର୍ଶନ କଲେ ଶ୍ରୀଲଙ୍କାର ଲୋକସମ୍ପର୍କ ଅଧିକାରୀ

August 28, 2025

ଜୁନାଗଡ ମିଶ୍ରଣ ପର୍ବରେ ଯୋଗ ଦେଲେ ବିଜେପି ରାଜ୍ୟ ସଭାପତି

August 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.