Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋରୋନା ମୁକାବିଲା : ବିଦେଶ ଫେରନ୍ତା ବ୍ୟକ୍ତିଙ୍କ ପଞ୍ଜୀକରଣ ବାଧ୍ୟତାମୂଳକ ଘୋଷଣା କଲେ ଓଡିଶା ସରକାର
ଆଜିର ଖବର

କୋରୋନା ମୁକାବିଲା : ବିଦେଶ ଫେରନ୍ତା ବ୍ୟକ୍ତିଙ୍କ ପଞ୍ଜୀକରଣ ବାଧ୍ୟତାମୂଳକ ଘୋଷଣା କଲେ ଓଡିଶା ସରକାର

March 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : କୋରୋନା ମୁକାବିଲା ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ଏକ ନୂତନ ପଦକ୍ଷେପ ନିଆଯାଇଛି । ସତର୍କତା ପଦକ୍ଷେପ ସ୍ବରୂପ ବିଦେଶରୁ ଫେରିଥିବା ସମସ୍ତ ବ୍ୟକ୍ତିଙ୍କ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଛି । ରାଜ୍ୟରେ ଭାଇରସ୍‌ର ଚିହ୍ନବର୍ଣ୍ଣ ନଥିବାରୁ ବିଦେଶରୁ ଫେରୁଥିବା ବ୍ୟକ୍ତିଙ୍କ ଜରିଆରେ ହିଁ ଭାଇରସ୍‌ ଆସିବାର ସର୍ବାଧିକ ସମ୍ଭାବନା ରହିଥାଏ । ଏହି ଭାଇରସ୍‌ କାରଣରୁ ବିଦେଶରେ ଅବସ୍ଥାନ କରୁଥିବା ବହୁସଂଖ୍ୟକ ଓଡିଶା ବାସୀ ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ରହିଛି । ତେଣୁ ପ୍ରତିଶେଧକ ବ୍ୟବସ୍ଥା ସ୍ବରୂପ ସରକାର ପଞ୍ଜୀକରଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏହା ସହିତ ପଞ୍ଜୀକରଣ ପାଇଁ 15 ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନର ବ୍ୟବସ୍ଥା ରହିଥିବା ବେଳେ ଉଲ୍ଲଂଘନକାରୀଙ୍କୁ ଦଣ୍ଡିତ କରାଯିବା ପାଇଁ ଘୋଷଣା କରାଯାଇଛି ।

corona
Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୧୫ରୁ ଶ୍ରୀଲଙ୍କା ସିରିଜ: ଜାଣନ୍ତୁ କେବେ ଘୋଷଣା ହେବେ ଟିମ୍ ଇଣ୍ଡିଆ?

July 21, 2026

ପ୍ରତିବାଦ ସମୟରେ ଔରଙ୍ଗଜେବଙ୍କ ଫଟୋକୁ ନେଇ ଉତ୍ତେଜନା: ଏହି ପଦକ୍ଷେପ ନେଲା ପୋଲିସ

July 21, 2026

ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର ହେବେ ସୋନମ ୱାଙ୍ଗଚୁକ: ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

July 21, 2026

ସିଜେପି ପ୍ରତିବାଦରେ ଯୋଗଦେଲେ ନାସିରୁଦ୍ଦିନ ଶାହ?: ଜାଣନ୍ତୁ ସତ୍ୟତା

July 21, 2026
Latest News

ଅଗଷ୍ଟ ୧୫ରୁ ଶ୍ରୀଲଙ୍କା ସିରିଜ: ଜାଣନ୍ତୁ କେବେ ଘୋଷଣା ହେବେ ଟିମ୍ ଇଣ୍ଡିଆ?

July 21, 2026

ବନ୍ଧୁ ରୁଷର କ୍ଷେପଣାସ୍ତ୍ର ଆକ୍ରମଣରେ ଚାରି ଭାରତୀୟଙ୍କ ମୃତ୍ୟୁ: ଚେତାବନୀ ଜାରି କଲା ଭାରତ

July 21, 2026

ପ୍ରତିବାଦ ସମୟରେ ଔରଙ୍ଗଜେବଙ୍କ ଫଟୋକୁ ନେଇ ଉତ୍ତେଜନା: ଏହି ପଦକ୍ଷେପ ନେଲା ପୋଲିସ

July 21, 2026

ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର ହେବେ ସୋନମ ୱାଙ୍ଗଚୁକ: ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

July 21, 2026

ସମୁଦ୍ର ଅବରୋଧ ଘୋଷଣା କଲା ହୁଥି ବିଦ୍ରୋହୀ: ବୃଦ୍ଧି ହେବ ପେଟ୍ରୋଲ ଏବଂ ଗ୍ୟାସ ମୂଲ୍ୟ?

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.