Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ମାର୍ଚ୍ଚ 31 ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ରାଷ୍ଟ୍ରୀୟ ସ୍ମାରକ ତଥା ଐତିହାସିକ ପର୍ଯ୍ୟଟନ ସ୍ଥଳୀ
ଆଜିର ଖବର

ଆସନ୍ତା ମାର୍ଚ୍ଚ 31 ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ରାଷ୍ଟ୍ରୀୟ ସ୍ମାରକ ତଥା ଐତିହାସିକ ପର୍ଯ୍ୟଟନ ସ୍ଥଳୀ

March 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ସଙ୍କଟକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାର ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ଦେଶରେ ରହିଥିବା ସମସ୍ତ ଐତିହାସିକ ସ୍ଥଳୀ ତଥା ପର୍ଯ୍ୟଟନ ସ୍ଥଳୀକୁ ଆସନ୍ତା ମାର୍ଚ୍ଚ 31 ପର୍ଯ୍ୟନ୍ତ ବନ୍ଦ କରାଯିବାର ଘୋଷଣା କରାଯାଇଛି ।  ତାଜମହଲ, ରେଡ ପୋର୍ଟ ଏବଂ କୁତବ ମିନାର ସମେତ ଦେଶର ସମସ୍ତ ଐତିହାସିକ ପର୍ଯ୍ୟଟନ ସ୍ଥଳୀକୁ ଆସନ୍ତା 31 ମାର୍ଚ୍ଚ ପର୍ଯ୍ୟନ୍ତ ବନ୍ଦ ରହିବ।  କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ପଟେଲ ଏହି ସୂଚନା ଦେଇ କହିଛନ୍ତି ଯେ, “କରୋନା ଭାଇରସକୁ ଦୃଷ୍ଟିରେ ରଖି ସମସ୍ତ ଏଏସ୍‌ଆଇ ସଂରକ୍ଷିତ ସ୍ମାରକୀ ଏବଂ ଭାରତର କେନ୍ଦ୍ରୀୟ ସଂଗ୍ରହାଳୟ ମାର୍ଚ୍ଚ 31 ପର୍ଯ୍ୟନ୍ତ ବନ୍ଦ ରହିବ। ଏହାପୂର୍ବରୁ ସରକାର କରୋନା ଭାଇରସକୁ ବିଭିନ୍ନ ପରାମର୍ଶ ଜାରି କରିଛନ୍ତି।

ଭାରତରେ କରୋନାକୁ ମହାମାରୀ ଘୋଷଣା କରାଯାଇଛି। ଦେଶରେ ଗତ 24 ଘଣ୍ଟା ମଧ୍ୟରେ କରୋନା ସମ୍ପର୍କିତ ନୂତନ 11ଟି ମାମଲା ସାମ୍ନାକୁ ଆସିଛି। ଭାରତରେ ସର୍ବମାଟ ସଂକ୍ରମିତଙ୍କ ସଂଖ୍ୟା 125ରେ ପହଞ୍ଚିଥିବାବେଳେ ଆଜି ଆଉଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଛି। ମହାରାଷ୍ଟ୍ରର ଜଣେ ବୟସ୍କ ଏହି ରୋଗରେ ମୃତ୍ୟୁବରଣ କରିଛନ୍ତି। ଭାରତରେ ସର୍ବମୋଟ କରୋନା ମୃତ୍ୟୁ ସଂଖ୍ୟା 3ରେ ପହଞ୍ଚିଛି। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବାବେଳେ କେନ୍ଦ୍ର ସରକାର ଏନେଇ କଡା ପଦକ୍ଷେନ ଗ୍ରହଣ କରୁଛନ୍ତି । ବିଭିନ୍ନ ସ୍ଥାନରେ 144 ଧାରା ମଧ୍ୟ ଜାରି କରାଯାଇଛି। ଆଜି କରୋନା ଭାଇରସ୍‌ ଉପରେ ସଂସଦୀୟ ସ୍ଥାୟୀ ସମିତିଙ୍କ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରାଳୟ ଓ ସହର ବିକାଶ ମନ୍ତ୍ରାଳୟର ଅଧିକାରୀମାନେ ଯୋଗ ଦେବେ। (ଏଜେନ୍ସି)

coranavirus
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ ଏସିଆ କପ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ

August 19, 2025

ମିସ୍ ୟୁନିଭର୍ସ ଇଣ୍ଡିଆ 2025 ଟାଇଟଲ୍ ଜିତିଲେ ମନିକା ବିଶ୍ୱକର୍ମା: ଜାଣନ୍ତୁ ସେ କିଏ?

August 19, 2025

ଦେଶକୁ ଦୁଇଥର ବିଭାଜିତ କରିଥିଲେ ନେହେରୁ: କଂଗ୍ରେସ ଉପରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଆକ୍ରମଣ

August 19, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବି ସୁଦର୍ଶନ ରେଡ୍ଡୀ ହେବେ ବିରୋଧୀ ଦଳର ପ୍ରାର୍ଥୀ

August 19, 2025
Latest News

୨୦୨୫ ଏସିଆ କପ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ

August 19, 2025

ମିସ୍ ୟୁନିଭର୍ସ ଇଣ୍ଡିଆ 2025 ଟାଇଟଲ୍ ଜିତିଲେ ମନିକା ବିଶ୍ୱକର୍ମା: ଜାଣନ୍ତୁ ସେ କିଏ?

August 19, 2025

ଦେଶକୁ ଦୁଇଥର ବିଭାଜିତ କରିଥିଲେ ନେହେରୁ: କଂଗ୍ରେସ ଉପରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଆକ୍ରମଣ

August 19, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବି ସୁଦର୍ଶନ ରେଡ୍ଡୀ ହେବେ ବିରୋଧୀ ଦଳର ପ୍ରାର୍ଥୀ

August 19, 2025

ବିମାନ ଉଡ଼ାଣ ପୂର୍ବରୁ ବେଙ୍ଗାଲୁରୁ ବିମାନବନ୍ଦରରେ ଚେତାଶୂନ୍ୟ ହେଲେ ପାଇଲଟ୍

August 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.