Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦାର୍ଜିଲିଂରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ଗୋଟିଏ ପରିବାରର 5 ଓଡିଆ ମୃତ
ଆଜିର ଖବର

ଦାର୍ଜିଲିଂରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ଗୋଟିଏ ପରିବାରର 5 ଓଡିଆ ମୃତ

March 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ପଶ୍ଚିମବଙ୍ଗର ଦାର୍ଜିଲିଂରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ 5 ଜଣ ଓଡିଆଙ୍କ ମୃତ୍ୟୁ ଘଟିଛି । ଗାଙ୍ଗଟକରୁ ସିଲିଗୁଡି ଯାଉଥିବା ବେଳେ ଘାଟିରୁ ଗାଡିଟି ଖସିଯିବାରୁ 5 ଜଣ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣାରେ 5 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 3 ଜଣ ଆହତ ହୋଇଛନ୍ତି । ପରିବାରର ସ୍ବାମୀ, ସ୍ତ୍ରୀ, ଜ୍ବାଇଁ ଏବଂ ଦୁଇ ସମ୍ପର୍କୀୟ ମଉସା ମାଉସୀ ପ୍ରାଣ ହରାଇଛନ୍ତି । ଆହତ ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ 3 ଆହତଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡିଛି ।

accident odia
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପରେ ସିଆଇଏସଏଫ୍ ‘ବନ୍ଦେ ମାତରମ୍’ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬କୁ ଉଚ୍ଛ୍ୱସିତ ସ୍ବାଗତ

February 3, 2026

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026
Latest News

ପାରାଦୀପରେ ସିଆଇଏସଏଫ୍ ‘ବନ୍ଦେ ମାତରମ୍’ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬କୁ ଉଚ୍ଛ୍ୱସିତ ସ୍ବାଗତ

February 3, 2026

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.