Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋରୋନା ମୁକାବିଲା : ହୋଟେଲ ପାଟଳୀପୁତ୍ରକୁ 200 ଶଯ୍ୟା ବିଶିଷ୍ଟ ହସ୍ପିଟାଲରେ ପରିଣତ କଲେ ବିହାର ସରକାର
ଆଜିର ଖବର

କୋରୋନା ମୁକାବିଲା : ହୋଟେଲ ପାଟଳୀପୁତ୍ରକୁ 200 ଶଯ୍ୟା ବିଶିଷ୍ଟ ହସ୍ପିଟାଲରେ ପରିଣତ କଲେ ବିହାର ସରକାର

March 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟନା : ଦେଶରେ କୋରୋନା ଭାଇରସ୍‌ର ବର୍ଦ୍ଧିତ ପ୍ରଭାବକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି । ବିହାର ସରକାରଙ୍କ ପକ୍ଷରୁ ହୋଟେଲ ପାଟଳୀପୁତ୍ରକୁ ଏକ 200 ଶଯ୍ୟା ବିଶିଷ୍ଟ ହସ୍ପିଟାଲରେ ପରିଣତ କରାଯାଇଛି । ମଙ୍ଗଳବାର ଦିନ ବିହାର ସରକାରଙ୍କ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି । ଭାରତର 7ଟି ରାଜ୍ୟ କୋରୋନା ଦ୍ବାରା ଗଭୀର ଭାବରେ ପ୍ରଭାବିତ ହୋଇଥିବା ବେଳେ ଏହି ରାଜ୍ୟରୁ ଆସୁଥିବା ସମସ୍ତ ବ୍ୟକ୍ତିଙ୍କୁ ଏହି 200 ଶଯ୍ୟା ବିଶିଷ୍ଟ ହସ୍ପିଟାଲରେ ରଖାଯିବ । ବିଗତ ଏକ ବର୍ଷ ଧରି ହୋଟେଲ ପାାଟଳୀପୁତ୍ର ବନ୍ଦ ରହିଥିବା ବେଳେ ସୋମବାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର କୋରୋନା ଚିକିତ୍ସାରେ ଏହାର ବ୍ୟବହାର କରିବାର ପ୍ରସ୍ତାବ ଦେଇଥିଲେ । ହୋଟେଲ୍‌କୁ ସଫା କରାଯିବା ପରେ 48 ଶଯ୍ୟାକୁ ସମ୍ପୂର୍ଣ୍ଣ ଆଇସୋଲେସନ୍‌ ଶଯ୍ୟା ଭାବରେ ରଖାଯାଇଛି । (ଏଜେନ୍ସି)

covid19 hospital
Share. Facebook Twitter LinkedIn Email WhatsApp Copy Link

Related Posts

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଯାଞ୍ଚ କରନ୍ତୁ ଆଜିର ଦର

August 6, 2026

‘ବାଂଲାଦେଶ ଏବେ ଦ୍ଵିତୀୟ ପାକିସ୍ତାନ’: ଜାଣନ୍ତୁ ଭାରତ ବିଷୟରେ କ’ଣ କହିଲେ ଶେଖ ହସିନାଙ୍କ ପୁଅ?

August 6, 2026

ରାଜଧାନୀ ଏକ୍ସପ୍ରେସରେ ବ୍ୟାଗ ଚୋରି, ରେଳବାଇକୁ ₹80 ହଜାର କ୍ଷତିପୂରଣ ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ

August 6, 2026

ସରପଞ୍ଚଙ୍କ ସ୍ୱାମୀଙ୍କୁ ଛୁରି ଭୁସି ହତ୍ୟା

August 6, 2026
Latest News

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଯାଞ୍ଚ କରନ୍ତୁ ଆଜିର ଦର

August 6, 2026

‘ବାଂଲାଦେଶ ଏବେ ଦ୍ଵିତୀୟ ପାକିସ୍ତାନ’: ଜାଣନ୍ତୁ ଭାରତ ବିଷୟରେ କ’ଣ କହିଲେ ଶେଖ ହସିନାଙ୍କ ପୁଅ?

August 6, 2026

ରାଜଧାନୀ ଏକ୍ସପ୍ରେସରେ ବ୍ୟାଗ ଚୋରି, ରେଳବାଇକୁ ₹80 ହଜାର କ୍ଷତିପୂରଣ ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ

August 6, 2026

ସରପଞ୍ଚଙ୍କ ସ୍ୱାମୀଙ୍କୁ ଛୁରି ଭୁସି ହତ୍ୟା

August 6, 2026

ଆଜିଠୁ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.