Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ପାଇଁ ହାଟ ଉପରେ ଲାଗିଲା କଟକଣା : ଏଣିକି ସକାଳ 6ରୁ ସନ୍ଧ୍ୟା 6
ଆଜିର ଖବର

କରୋନା ପାଇଁ ହାଟ ଉପରେ ଲାଗିଲା କଟକଣା : ଏଣିକି ସକାଳ 6ରୁ ସନ୍ଧ୍ୟା 6

March 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : କରୋନା ପାଇଁ ହାଟ ଉପରେ କଟକଣା ଲଗାଇଲା ବିଏମ୍‌ସି। ଭୁବନେଶ୍ବର ଅଞ୍ଚଳରେ ରହିଥିବା ସମସ୍ତ ହାଟଗୁଡିକ ଉପରେ ଲାଗିଲା କଟକଣା। ୟୁନିଟ୍‌ 1 ହାଟ, ୟୁନିଟ 2 ମାର୍କେଟ, ସହିଦ ନଗର ମାର୍କେଟ,  ରୁଚିକା ଡେଲି ମାର୍କେଟ, ଓଲ୍‌ଡ ଟାଉନ୍‌ ଡେଲି ମାର୍କେଟ୍‌, ଇନ୍ଦ୍ରଧନୁ ଡେଲି ମାର୍କେଟ୍‌  ଓ ଡମଣା ମାର୍କେଟ୍‌ ଆଦି ପାଇଁ କଟକଣା ଜାରି ହୋଇଛି। ସକାଳ 6ଟାରୁ ହାଟ ଖୋଲାଯାଇ ସନ୍ଧ୍ୟା 6ଟା ପର୍ଯ୍ୟନ୍ତ ଚାଲିବ। ଏହି କଟକଣା ମାର୍ଚ୍ଚ 31 ଯାଏଁ ଲାଗି  ରହିବ। ସନ୍ଧ୍ୟା ସମୟରେ ପ୍ରବଳ ଭିଡ ହେଉଥିବାରୁ ଏପରି ପଦକ୍ଷେପ ନିଆଯାଇଛି । ସେହିପରି ଅନ୍ୟ ହାଟଗୁଡିକର ସ୍ଥିତି ଜଣାଇବାକୁ ଜୋନାଲ ଡିସିକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ହେଲେ ଅନ୍ୟ ହାଟଗୁଡିକୁ ମଧ୍ୟ ବନ୍ଦ କରାଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.