Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା କଟକଣା : କଳ କାରଖାନା ଓ ଆଇଟି ସଂସ୍ଥା ପାଇଁ ଜାରି ହେଲା ଗାଇଡ୍‌ଲାଇନ୍‌
ଆଜିର ଖବର

କରୋନା କଟକଣା : କଳ କାରଖାନା ଓ ଆଇଟି ସଂସ୍ଥା ପାଇଁ ଜାରି ହେଲା ଗାଇଡ୍‌ଲାଇନ୍‌

March 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଏନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସତର୍କତା ଓ ସଚେତନତା ଅବଲମ୍ବନ କରାଯାଉଛି । ଓଡ଼ିଶାରେ ପ୍ରଥମ କରୋନା ରୋଗୀ ଭୁବନେଶ୍ବରରୁ ଚିହ୍ନଟ ହେବା ପରେ ରାଜ୍ୟ ସରକାର ବେଶ୍‌ ସତର୍କ ହୋଇପଡିଛନ୍ତି । ସ୍କୁଲ, କଲେଜ, ମଲ୍‌ ବନ୍ଦ କରାଯିବା ସହ ଏବେ କଳ କାରଖାନା ଓ ଆଇଟି ସଂସ୍ଥା ପାଇଁ ଗାଇଡ୍‌ ଲାଇନ୍‌ ଜାରି କରାଯାଇଛି ।

କଳ କାରଖାନାରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ କରୋନା ସଂକ୍ରମଣ ରୋକିବା ପାଇଁ ଜାରି ହେଲା ଗାଇଡ୍‌ ଲାଇନ୍‌ । ଫ୍ୟାକ୍ଟ୍ରି ଆଣ୍ଡ ବଏଲର୍‌ ନିର୍ଦ୍ଦେଶକଙ୍କ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି । କର୍ମଚାରୀଙ୍କ ପାଇଁ ସାବୁନ୍‌ ଓ ହ୍ୟାଣ୍ଡଓ୍ବାସ୍‌ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ରହିଛି । କୌଣସି କର୍ମଚାରୀ ଅସୁସ୍ଥ ଅନୁଭବ କରୁଥିଲେ ଘରେ ରହିବାକୁ ପରାମର୍ଶ । ସେହିପରି କରୋନା ଲକ୍ଷଣ ଜଣାପଡିଲେ ଆଇସୋଲେସନ୍‌ରେ ରହିବାକୁ ପରାମର୍ଶ ଦିଆଯାଇଛି ।

ସେହିପରି କରୋନାକୁ ମୁକାବିଲା କରିବା ପାଇଁ ଆଇଟି ସଂସ୍ଥା ପାଇଁ ଗାଇଡଲାଇନ ଜାରି କରାଯାଇଛି । ଆଇଟି ସଂସ୍ଥାରେ ବିଦେଶ ଫେରନ୍ତା କର୍ମଚାରୀମାନଙ୍କୁ ରାଜ୍ୟ ସରକାରଙ୍କ ଅନଲାଇନ୍ ପୋର୍ଟାଲ www.covid19.odisha.gov.in ରେ ପଞ୍ଜୀକରଣ କରିବାକୁ ବାଧ୍ୟତାମୂଳକ କରାଯାଇଛି। କରୋନାକୁ ନେଇ ରାଜ୍ୟରେ ସମସ୍ତ  ଆଇଟି କମ୍ପାନିକୁ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆଇଟି ସଂସ୍ଥା କାର୍ଯ୍ୟାଳୟ ସଫାସୁତୁରା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ କର୍ମଚାରୀଙ୍କୁ ମାସ୍କ ଓ ସାନିଟାଇଜର ବ୍ୟବହାର କରିବାକୁ ପରାମର୍ଶ ଦେବେ କମ୍ପାନି କର୍ତ୍ତୃପକ୍ଷ। ଏନେଇ ସମସ୍ତ ଆଇଟି ସଂସ୍ଥା ଏବଂ ବିଭାଗୀୟ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧୧ ତାରିଖ ଶନିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ, ଜାଣନ୍ତୁ ରାଶିଫଳ

April 11, 2026

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026

ମହାନଦୀ ଟ୍ରିବୁନାଲ ପାଖରୁ ଅନ୍ତରୀଣ ରାୟ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

April 10, 2026

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

April 10, 2026
Latest News

ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

April 11, 2026

ଆଜି ଏପ୍ରିଲ ୧୧ ତାରିଖ ଶନିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ, ଜାଣନ୍ତୁ ରାଶିଫଳ

April 11, 2026

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026

ମହାନଦୀ ଟ୍ରିବୁନାଲ ପାଖରୁ ଅନ୍ତରୀଣ ରାୟ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

April 10, 2026

ଯୁଦ୍ଧ ସମସ୍ତଙ୍କ ପାଇଁ କ୍ଷତିକାରକ

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.