Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖାଦ୍ୟରୁ ବଞ୍ଚିତ ହେବେନି ଶିଶୁ : ଘରେ ଖାଦ୍ୟ ପହଞ୍ଚାଇବେ ଅଙ୍ଗନଓ୍ବାଡି କର୍ମୀ
ଆଜିର ଖବର

ଖାଦ୍ୟରୁ ବଞ୍ଚିତ ହେବେନି ଶିଶୁ : ଘରେ ଖାଦ୍ୟ ପହଞ୍ଚାଇବେ ଅଙ୍ଗନଓ୍ବାଡି କର୍ମୀ

March 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : କରୋନା ପାଇଁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ମଧ୍ୟ ମାର୍ଚ୍ଚ 31 ପର୍ଯ୍ୟନ୍ତ ବନ୍ଦ ରଖିବା ପାଇଁ କୁହାଯାଇଛି। ତେବେ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହୁଥିବାରୁ ପିଲାମାନେ ଖାଦ୍ୟରୁ ବଞ୍ଚିତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର ପିଲାଙ୍କ ଘରେ ଖାଦ୍ୟ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ତିନିରୁ ଛଅ ବର୍ଷ ପର୍ଯ୍ୟନ୍ତ ପିଲାଙ୍କ ଘରେ ଶୁଖିଲା ରାସନ ପହଞ୍ଚାଯିବ । ଖାଦ୍ୟ ଘରେ ପହଞ୍ଚାଇବା ନେଇ ଅଙ୍ଗନାବାଡି କର୍ମୀ ଏବଂ ସହାୟିକାଙ୍କୁ ରାଜ୍ୟ ସରକାର ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଆଗୁଆ ସମସ୍ତ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିଛନ୍ତି। ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର, ମଲ୍ ଆଦିକୁ ୩୧ ତାରିଖ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। କରୋନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସଚେତନ ରହିବା ପାଇଁ କୁହାଯାଇଛି। ସ୍ୱଚ୍ଛତା ଅବଲମ୍ବନ କରିବା ସହିତ ସାନିଟାଇଜରରେ ହାତ ଧୋଇବାକୁ ସେ ପରାମର୍ଶ ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଶିଶିର ସରସ ମେଳା ଉଦଯାପିତ: ୧୧ ଦିନରେ ୩୦ କୋଟି ଟଙ୍କାରୁ ଅଧିକ ବ୍ୟବସାୟ

January 21, 2026

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା: ପପୁ ପମପମ୍ ଓ ପାରମ୍ପାରିକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

January 21, 2026

ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୁଝାମଣା ପତ୍ର ସ୍ୱାକ୍ଷରିତ

January 21, 2026

ଆଜି ଜାନୁୟାରୀ ୨୧ ତାରିଖ ବୁଧବାରରେ ଏହି ତିନୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 21, 2026
Latest News

ଭାରତ ସହିତ FTA କୁ ନେଇ ଇୟୁ ମୁଖ୍ୟଙ୍କ ବଡ ବୟାନ: ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ଼ ଝଟକା

January 21, 2026

ଶିଶିର ସରସ ମେଳା ଉଦଯାପିତ: ୧୧ ଦିନରେ ୩୦ କୋଟି ଟଙ୍କାରୁ ଅଧିକ ବ୍ୟବସାୟ

January 21, 2026

ବିଧାନସଭା ସଂସ୍ଥାଗୁଡ଼ିକର କାର୍ଯ୍ୟରେ ଗୁଣାତ୍ମକ ମାନଦଣ୍ଡ ଆବଶ୍ୟକ ଉପରେ ମାନସ ମନ୍ଥନ

January 21, 2026

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା: ପପୁ ପମପମ୍ ଓ ପାରମ୍ପାରିକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

January 21, 2026

ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୁଝାମଣା ପତ୍ର ସ୍ୱାକ୍ଷରିତ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.