Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ସତର୍କତା : ଆତଙ୍କିତ ନ ହୋଇ ଲଢିବା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଲେ ରାଜ୍ୟପାଳ ଗଣେଶୀ ଲାଲ୍‌
ଆଜିର ଖବର

କରୋନା ସତର୍କତା : ଆତଙ୍କିତ ନ ହୋଇ ଲଢିବା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଲେ ରାଜ୍ୟପାଳ ଗଣେଶୀ ଲାଲ୍‌

March 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର :  କରୋନା ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ପରାମର୍ଶ । ଆତଙ୍କିତ ନ ହୋଇ ଲଢିବା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଲେ ରାଜ୍ୟପାଳ । ସୁରକ୍ଷିତ ରହିବା ସହ ସକାରାତ୍ମକ ଆଭିମୁଖ୍ୟ ପ୍ରଦର୍ଶନ ପାଇଁ ଅନୁରୋଧ କଲେ ରାଜ୍ୟପାଳ । ଅତୀତରେ ଓଡ଼ିଶା ଅନେକ ପ୍ରାକୃତିକ ବିପର୍ଯ୍ୟୟ ବିରୋଧରେ ଜିତିଛି । କରୋନାକୁ ରୋକିବା କ୍ଷେତ୍ରରେ ବି ଓଡ଼ିଶା ଆଦର୍ଶ ଭୂମିକା ନେବ ବୋଲି କହିଛନ୍ତି ରାଜ୍ୟପାଳ ।

ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ରାଜ୍ୟ ସରକାର ବେଶ୍‌ ସତର୍କ ରହିବା ସହିତ କଡା ପଦକ୍ଷେପ ଗ୍ରହଣ କରୁଛନ୍ତି । ଲୋକମାନଙ୍କୁ ସତର୍କ ରହିବା ସହ ଗୁଜବଠାରୁ ଦୂରରେ ରହିବାକୁ ପରାମର୍ଶ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.