Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ ହେଲେ 4 ରାଜ୍ୟସଭା ପ୍ରାର୍ଥୀ
ଆଜିର ଖବର

ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ ହେଲେ 4 ରାଜ୍ୟସଭା ପ୍ରାର୍ଥୀ

March 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଓଡିଶାର 4 ଜଣ ରାଜ୍ୟସଭା ପ୍ରାର୍ଥୀ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଥିବା ବେଳେ ବିଜୁ ଜନତା ଦଳର 4 ପ୍ରାର୍ଥୀ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ରିଟର୍ଣ୍ଣିଂ ଅଫିସର ଦାଶରଥୀ ଶତପଥୀ 4 ବିଜେଡି ପ୍ରାର୍ଥୀ ମମତା ମହାନ୍ତ, ମୁଜିବୁଲ୍ଲା ଖାଁ, ସୁଜିତ୍‌ କୁମାର ଏବଂ ସୁବାଷ ଚନ୍ଦ୍ର ସିଂଙ୍କୁ ନିର୍ବାଚିତ ବୋଲି ଘୋଷଣା କରିବା ସହିତ ନିର୍ବାଚନ ପ୍ରମାଣପତ୍ର ପ୍ରଦାନ କରିଥିଲେ । ଉଲ୍ଲେଖଯୋଗ୍ୟ ଯେ, ଏପ୍ରିଲ୍‌2, 2020ରେ 4 ଜଣ ସଦସ୍ୟଙ୍କ କାର୍ଯ୍ୟକାଳ ସମାପ୍ତ ହେବା ପରେ ବିଜେଡି ପକ୍ଷରୁ ଏହି ଚାରି ଜଣଙ୍କୁ ମନୋନୀତ କରାଯାଇଥିଲା ।

BJD rajyasabha
Share. Facebook Twitter LinkedIn Email WhatsApp Copy Link

Related Posts

MI ପାଇଁ ଖେଳିବେ ପାକିସ୍ତାନର ମହମ୍ମଦ ଆମିର: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ମୁମ୍ବାଇ ଫ୍ରାଞ୍ଚାଇଜ୍ ର ଏହି ନିଷ୍ପତ୍ତି

June 25, 2026

କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର

June 25, 2026

ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି

June 25, 2026

ଭୁବନେଶ୍ୱର ଏବଂ ଲୋକମାନ୍ୟ ତିଲକ ମଧ୍ୟରେ ସ୍ପେଶାଲ୍ ଟ୍ରେନ୍ ଚଳାଇବ ପୂର୍ବତଟ ରେଳପଥ

June 25, 2026
Latest News

MI ପାଇଁ ଖେଳିବେ ପାକିସ୍ତାନର ମହମ୍ମଦ ଆମିର: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ମୁମ୍ବାଇ ଫ୍ରାଞ୍ଚାଇଜ୍ ର ଏହି ନିଷ୍ପତ୍ତି

June 25, 2026

କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର

June 25, 2026

ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି

June 25, 2026

ଭୁବନେଶ୍ୱର ଏବଂ ଲୋକମାନ୍ୟ ତିଲକ ମଧ୍ୟରେ ସ୍ପେଶାଲ୍ ଟ୍ରେନ୍ ଚଳାଇବ ପୂର୍ବତଟ ରେଳପଥ

June 25, 2026

ରାମ ମନ୍ଦିର ଦାନ ଚୋରି ମାମଲା: ୬ ରୁ ଅଧିକ ଲୋକଙ୍କ ବିରୁଦ୍ଧରେ ମାମଲା ରୁଜୁ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.