Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ମଦ ଦୋକାନରେ ଧାଡି ଜରୁରୀ, ଜେଲରେ ଆରମ୍ଭ ହେଲା ଇ-ମୁଲାକାତ୍‌
ଆଜିର ଖବର

ଏଣିକି ମଦ ଦୋକାନରେ ଧାଡି ଜରୁରୀ, ଜେଲରେ ଆରମ୍ଭ ହେଲା ଇ-ମୁଲାକାତ୍‌

March 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : କରୋନା ପାଇଁ ରାଜ୍ୟ ସରକାର ଗାଇଡଲାଇନ୍‌କୁ କଡାକଡି କରିଛନ୍ତି । ମଦ ଦୋକାନରେ ଧାଡିରେ ଆସି ମଦ କିଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ମଦ ଦୋକାନ ଧାଡ଼ିରେ ଗ୍ରାହମଙ୍କ ମଧ୍ୟରେ ଅତି କମ୍‌ରେ ଏକ ମିଟର ଦୂରତା ପାଇଁ ନିର୍ଦ୍ଦେଶ ରହିଛି। ଗ୍ରାହକଙ୍କୁ ଦେବା ପୂର୍ବରୁ ମଦ ବୋତଲ ସାନିଟାଇଜ୍‌ କରିବାକୁ ନିର୍ଦ୍ଦେଶ ରହିଛି। ସେହିପରି ଡାକ୍ତରଖାନାରେ ରୋଗୀଙ୍କ ସମ୍ପର୍କୀୟଙ୍କ ଗହଳି ନ କରିବାକୁ ନିର୍ଦ୍ଦେଶ ରହିଛି ।

ଅପରପକ୍ଷରେ କରୋନା ପାଇଁ ସବୁ ଜିଲ୍ଲା ମୁଖ୍ୟ କାରାଗାରରେ ଇ-ମୁଲାକାତ ଆରମ୍ଭ ହୋଇଛି। ଭିଜିଟର୍‌ ରୁମ୍‌ରେ ସ୍କାଇପ୍‌ ଜରିଆରେ କଏଦୀଙ୍କ ସହ ସାକ୍ଷାତ କରାଯିବାର ବ୍ୟବସ୍ଥା କରାଯାଇଛି। ଦୁଇରୁ ତିନି ମିନିଟ୍‌ ପାଇଁ କଏଦୀଙ୍କ ସହ ସାକ୍ଷାତ ବ୍ୟବସ୍ଥା କରାଯାଇଛି। ଆଜି ଚୌଦ୍ବାର ଜେଲ୍‌ରେ 25ରୁ ଅଧିକ ଲୋକ ଇ ମୁଲାକାତ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି

August 7, 2026

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026
Latest News

ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି

August 7, 2026

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.