Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର» କରୋନା ସତର୍କତା : ବନ୍ଦ ରହିବ ସେଲୁନ୍‌, ପାର୍ଲର, ସ୍ପା
ଆଜିର ଖବର

 କରୋନା ସତର୍କତା : ବନ୍ଦ ରହିବ ସେଲୁନ୍‌, ପାର୍ଲର, ସ୍ପା

March 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ସାରା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 166ରେ ପହଞ୍ଚିଥିବାବେଳେ ଏହାକୁ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବେଶ୍‌ ସତର୍କତା ଅବଲମ୍ବନ କରୁଛନ୍ତି । ରାଜ୍ୟରେ ସମସ୍ତ ସ୍କୁଲ, କଲେଜ, ମଲ୍‌ ଆଦିକୁ ମାର୍ଚ୍ଚ 31 ଯାଏଁ ବନ୍ଦ ରଖାଯାଇଥିବାବେଳେ ଆଜି ରାଜ୍ୟ ସରକାର କରୋନା ସତର୍କତା ପାଇଁ ସେଲୁନ, ପାର୍ଲର, ସ୍ପା ବନ୍ଦ ରଖିବାକୁ ନିର୍ଦ୍ଦେଶ ରହିଛି । ପରବର୍ତ୍ତୀ ଆଦେଶ ଆସିବା ପର୍ଯ୍ୟନ୍ତ ଯାଏଁ ଏସବୁ ବନ୍ଦ ରଖିବାକୁ ସରକାରଙ୍କ ନିର୍ଦ୍ଦେଶ । ଗ୍ରାହକଙ୍କ ସହ ଏକ ମିଟର ଦୂରତା ସମ୍ଭବ ନଥିବାରୁ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି।

ସେହିପରି ଗହଳି ରୋକିବା ପାଇଁ ଭୁବନେଶ୍ଟରେ ଥିବା ସମସ୍ତ ହାଟଗୁଡିକୁ ମଧ୍ୟ ସକାଳ 6ଟାରୁ ସନ୍ଧ୍ୟା 6ଟା ଯାଏଁ ଖୋଲାଯାଉଛି । ତେବେ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଗ୍ରୋସରୀ ଦୋକାନ, ଔଷଧ ଦୋକାନ ଓ କ୍ଷୀର ଦୋକାନ ଆଦି ଖୋଲା ରହୁଛି । କିନ୍ତୁ ସେଠାରେ ଗହଳି ନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.