Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାକୁ ନେଇ ଭୟରେ ରେଢାଖୋଲବାସୀ : ବାହାର ରାଜ୍ୟରୁ ଫେରିଥିବା ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଦାବି
ଆଜିର ଖବର

କରୋନାକୁ ନେଇ ଭୟରେ ରେଢାଖୋଲବାସୀ : ବାହାର ରାଜ୍ୟରୁ ଫେରିଥିବା ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଦାବି

March 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢାଖୋଲ:  ସାରା ବିଶ୍ୱରେ କରନା ଭାଇରସ୍ ହଜାର ହଜାର ଜୀବନ ମାରିସାରିଥିବା ବେଳେ ଆମ ଦେଶରେ ମଧ୍ୟ ବହୁ ବ୍ୟକ୍ତି ଆକ୍ରାନ୍ତ ହେଉଛନ୍ତି । ସରକାର ମଧ୍ୟ ସଜାଗ ହେବାକୁ ବାରମ୍ବାର ସଚେତନ କରୁଛନ୍ତି ହେଲେ ଓଡିଶାରୁ ବାହାର ରାଜ୍ୟକୁ କାମ ଅନ୍ୱେଷଣରେ ଯାଇଥିବା ଦାଦନ ଶ୍ରମିକ ତଥା ବିଭିନ୍ନ କଂପାନୀରେ କାମ କରୁଥିବା ଲୋକମାନେ କରୋନା ଭାଇରସ୍ ଭୟରେ ଘରକୁ ଫେରିଆସୁଥିବା ଜଣାପଡିଛି । ସେମାନଙ୍କ ପ୍ରତି ସରକାର ତୀକ୍ଷଣ ନଜର ରଖିବାର ଆବଶ୍ୟକତା ରହିଥିବା ବେଳେ ରେଢାଖୋଲ ଅଂଚଳକୁ ଗତକାଲି ରାତିଠାରୁ ବହୁ ଲୋକ କୋରନା ଭୟରେ ଘରକୁ ଫେରିଛନ୍ତି । ମୁମ୍ବାଇ, ଗୁଜୁରାତ ,ସୁରତ ଅଂଚଳରୁ ଫେରିଛନ୍ତି ସେମାନେ । ବାହାର ରାଜ୍ୟରୁ ଟ୍ରେନ୍ ମାଧ୍ୟମରେ ଫେରୁଥିବାରୁ ସେମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିବା ଜରୁରୀ ହେବା କଥା । କିନ୍ତୁ ଯେଉଁମାନେ ଆସୁଛନ୍ତି ସେମାନେ କୌଣସିପ୍ରକାର ସ୍ୱାସ୍ଥ୍ୟ ପରୀକ୍ଷା କରୁନାହାନ୍ତି ।

ଗତକାଲି ରାତିରେ ରେଢାଖୋଲ ଥାନା ପଥୁରିଆ ଗ୍ରାମର ୮ ରୁ ୧୦ ଜଣ ବ୍ୟକ୍ତି ବାହାର ରାଜ୍ୟରୁ ଟ୍ରେନ୍ ରେ ଫେରିଛନ୍ତି । ଡଇଁଚାର ମଧ୍ୟ କେତେଜଣ ବାହାର ରାଜ୍ୟରୁ ଆସିଥିବା ଖବର ହସ୍ତଗତ ହୋଇଛି । ପ୍ରଶାସନ ଅନୁସନ୍ଧାନ କରି ସ୍ୱାସ୍ଥ୍ୟ ପରୀକ୍ଷା କରିବା ଆବଶ୍ୟକ । ଏ ଦିଗରେ ରେଢାଖୋଲ ଉପଜିଲ୍ଲାପାଳ ଦୃଷ୍ଟିଦେବାକୁ ଦାବୀ ହେଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଔଦ୍ୟୋଗିକ ବିକାଶ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି

March 18, 2026

ଅଧିନାୟକ ପରିବର୍ତ୍ତନ କଲା ସନରାଇଜର୍ସ ହାଇଦ୍ରାବାଦ: ଏହି ବିସ୍ଫୋରକ ଖେଳାଳି ନେବେ ନେତୃତ୍ଵ

March 18, 2026

“ମହାରାଷ୍ଟ୍ରରେ କିଛି ବଡ଼ ଘଟଣା ଘଟିବାକୁ ଯାଉଛି”: ସିନ୍ଦେଙ୍କ ଦିଲ୍ଲୀ ଗସ୍ତ ଉପରେ କଂଗ୍ରେସର ଦାବି

March 18, 2026

ଦିଲ୍ଲୀରେ ଅବୈଧ ଏଲପିଜି ସିଲିଣ୍ଡର କାରବାର: ବଡ଼ ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 18, 2026
Latest News

ଭାରତ ଔଦ୍ୟୋଗିକ ବିକାଶ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି

March 18, 2026

ଅଧିନାୟକ ପରିବର୍ତ୍ତନ କଲା ସନରାଇଜର୍ସ ହାଇଦ୍ରାବାଦ: ଏହି ବିସ୍ଫୋରକ ଖେଳାଳି ନେବେ ନେତୃତ୍ଵ

March 18, 2026

“ମହାରାଷ୍ଟ୍ରରେ କିଛି ବଡ଼ ଘଟଣା ଘଟିବାକୁ ଯାଉଛି”: ସିନ୍ଦେଙ୍କ ଦିଲ୍ଲୀ ଗସ୍ତ ଉପରେ କଂଗ୍ରେସର ଦାବି

March 18, 2026

ଅବସରଗ୍ରହଣ କରିବାକୁ ଯାଉଥିବା ରାଜ୍ୟସଭା ସଦସ୍ୟମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

March 18, 2026

ଦିଲ୍ଲୀରେ ଅବୈଧ ଏଲପିଜି ସିଲିଣ୍ଡର କାରବାର: ବଡ଼ ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.