Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତର୍ଜାତୀୟ ବିମାନ ଅବତରଣ ଉପରେ ଲାଗିଲା କଟକଣା
ଆଜିର ଖବର

ଅନ୍ତର୍ଜାତୀୟ ବିମାନ ଅବତରଣ ଉପରେ ଲାଗିଲା କଟକଣା

March 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ କେନ୍ଦ୍ର ସରକାର ଏକ ମହତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଏନେଇ ସମସ୍ତ ଅନ୍ତର୍ଜାତୀୟ ବିମାନଙ୍କୁ ଦେଶରେ ଅବତରଣ ନକରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ସମସ୍ତ ଅନ୍ତର୍ଜାତୀୟ ବିମାନ ଉପରେ ଏହି କଟକଣା ଲଗାଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଦିଆଯାଇଥିବା ତଥ୍ୟ ଅନୁଯାୟୀ ଭାରତରେ କାରୋନାରେ ୨୫ ବିଦେଶୀ ନାଗରିକଙ୍କ ସମେତ ୧୭୩ ଜଣ ଆକ୍ରାନ୍ତ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ଚାରି ଜଣ ଲୋକ କରୋନା ଭୂତାଣୁ ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। (ଏଜେନ୍ସି)

ଅନ୍ତର୍ଜାତୀୟ ବିମାନ କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026
Latest News

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.