Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଙ୍କଟରେ କମଲନାଥ ସରକାର : ଶୁକ୍ରବାର 5ଟା ସୁଦ୍ଧା ଆସ୍ଥା ଭୋଟ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଆଜିର ଖବର

ସଙ୍କଟରେ କମଲନାଥ ସରକାର : ଶୁକ୍ରବାର 5ଟା ସୁଦ୍ଧା ଆସ୍ଥା ଭୋଟ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

March 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ କମଲନାଥ ସରକାରଙ୍କମ ପାଇଁ ସଙ୍କଟ ଥମିବାର ନାମ ନେଉନାହିଁ । କୋରୋନା କାରଣରୁ ମଧ୍ୟପ୍ରଦେଶ ବିଧାନସଭାର ଅଧିବେଶନକୁ ବନ୍ଦ ରଖାଯାଇଥିବା ବେଳେ ଆସନ୍ତା କାଲି ଅପରାହ୍ନ 5ଟା ସୁଦ୍ଧା ଆସ୍ଥା ଭୋଟ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସୋମବାର ବଜେଟ ଅଧିବେଶନକୁ 10 ଦିନ ପାଇଁ ବନ୍ଦ କରାଯିବା ପରେ ବିଜେପି ସର୍ବୋଚ୍ଚ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା । ଗୁରୁବାର ସର୍ବୋଚ୍ଚ କୋର୍ଟ ମାମଲାର ଶୁଣାଣି କରି ଏହି ନିଷ୍ପତ୍ତି ନେଇଛନ୍ତି । ଏହା ସହିତ ଆସ୍ଥା ଭୋଟର ଭିଡିଓ ରେକର୍ଡିଂ କରାଯିବ ଏବଂ ସିଧା ପ୍ରସାରଣ ମଧ୍ୟ କରାଯିବ ବୋଲି ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି । ଉଲ୍ଲେଖମଯୋଗ୍ୟ ଯେ, 22 ଜଣ ବିଧାୟକ ଏବଂ କଂଗ୍ରେସର ବରିଷ୍ଠ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଦଳରୁ ଇସ୍ତଫା ପ୍ରଦାନ କରିବା ପରେ କମଲନାଥ ସରକାର ସଂଖ୍ୟାଲଘୁରେ ପରିଣତ ହୋଇଥିଲେ । 230 ଆସନ ବିଶିଷ୍ଟ ମଧ୍ୟପ୍ରଦେଶର 6 ଜଣ ବିଧାୟକଙ୍କୁ ନିଲମ୍ବନ କରାଯାଇଥିବାରୁ ବର୍ତ୍ତମାନ ଆସ୍ଥା ଭୋଟରେ ବିଜୟୀ ହେବା ପାଇଁ ବିଜେପିକୁ 112 ସଦସ୍ୟ ଆବଶ୍ୟକ । ତେବେ ବିଜେପି ନିକଟରେ 107 ଜଣ ବିଧାୟକ ରହିଥିବାରୁ ବାକି 16 ବିଧାୟକଙ୍କ ସମର୍ଥନ ବର୍ତ୍ତମାନ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି ।

floortest madhyapradesh
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.