Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିରବ ମୋଦିଙ୍କ ୧୪୭ କୋଟିର ସମ୍ପତ୍ତି ଜବତ କଲା ଇଡି
ଆଜିର ଖବର

ନିରବ ମୋଦିଙ୍କ ୧୪୭ କୋଟିର ସମ୍ପତ୍ତି ଜବତ କଲା ଇଡି

February 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କ ଠକେଇ ମାମଲାରେ ହୀରା ବ୍ୟବସାୟୀ ନିରବ ମୋଦିଙ୍କ ସମ୍ପତ୍ତି ଜବତ। ମୁମ୍ବାଇ ଓ ସୁରଟରେ ଥିବା ୧୪୭ କୋଟି ୭୨ ଲକ୍ଷ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଜବତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏହା ଭିତରେ ରହିଛି ୮ଟି କାର୍, ପ୍ଲାଣ୍ଟ ଓ ଯନ୍ତ୍ରାଂଶ, ଗହଣା ସମେତ ବହୁ ଦାମୀ ସାମଗ୍ରୀ। ନିରବ ମୋଦି ଓ ତାଙ୍କ କମ୍ପାନୀ ନାଁରେ ଥିବା ସମ୍ପତ୍ତିକୁ ଜବତ କରାଯାଇଛି। ପ୍ରିଭେନସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ ଅନୁସାରେ ସମ୍ପତ୍ତିକୁ ଜବତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏପର୍ଯ୍ୟନ୍ତ ପିଏନବି ଠକେଇ ମାମଲାରେ ନିରବ ମୋଦିଙ୍କର ଦେଶ ଓ ବିଦେଶରେ ଥିାବା ୧ହଜାର ୭୨୫କୋଟି ଟଙ୍କାରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରିଛି ଇଡି।

Share. Facebook Twitter LinkedIn Email WhatsApp Copy Link

Related Posts

୯ ପୋଲିସକୁ ଫାଶୀ

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Latest News

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.