Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଲଓସିରେ ପାକିସ୍ତାନ ପଟରୁ ଗୁଳିମାଡ଼, ଜବାବ ଦେଲା ଭାରତୀୟ ସେନା
ଆଜିର ଖବର

ଏଲଓସିରେ ପାକିସ୍ତାନ ପଟରୁ ଗୁଳିମାଡ଼, ଜବାବ ଦେଲା ଭାରତୀୟ ସେନା

February 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
pakistan army violates ceasefired among loc in jammu and kashmir
pakistan army violates ceasefired among loc in jammu and kashmir

ଭାରତ ପୁଲୱାମା ହମଲାର ପ୍ରତିଶୋଧ ନେବା ପରେ ପ୍ରତିହିଂସାପରାୟଣ ହୋଇଛି ପାକିସ୍ତାନ। ଗତକାଲିଠାରୁ ବାରମ୍ବାର ଏଲଓସି ଉପରେ ଗୁଳିମାଡ଼ କରୁଛି। ପାକିସ୍ତାନ ରେଞ୍ଜର୍ସ ପକ୍ଷରୁ ଆଜି ସକାଳେ ଉରି, ପୁଞ୍ଛ, ରାଜୋରୀ, ଅଖନୁର ସମେତ ୧୨ରୁ ୧୫ଟି ସ୍ଥାନରେ ପ୍ରବଳ ଗୁଳିଗୋଳା ମାଡ଼ ହୋଇଛି। ଗତକାଲି ସନ୍ଧ୍ୟାରେ ବି ପାକିସ୍ତାନ ପଟରୁ କିଛି ସ୍ଥାନରେ ଗୁଳିମାଡ଼ ହୋଇଥିଲା। ଯାହାର କଡ଼ା ମୁକାବିଲା କରିଛି ଭାରତୀୟ ସେନା। ଭାରତର ଜବାବରେ ପାକିସ୍ତାନ ରେଞ୍ଜର୍ସର ବହୁ କ୍ଷୟକ୍ଷତି ବି ହୋଇଛି।

ceasefire thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Latest News

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.