Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୈଦେଶିକ ମନ୍ତ୍ରିସ୍ତରୀୟ ବୈଠକରେ ଭାରତ ଉଠାଇଲା ପୁଲୱାମା ପ୍ରସଙ୍ଗ
ଆଜିର ଖବର

ବୈଦେଶିକ ମନ୍ତ୍ରିସ୍ତରୀୟ ବୈଠକରେ ଭାରତ ଉଠାଇଲା ପୁଲୱାମା ପ୍ରସଙ୍ଗ

February 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
indian foreign minister discuss about pulwama attack in foreign secretary meeting
indian foreign minister discuss about pulwama attack in foreign secretary meeting

ଚୀନ୍ ଗସ୍ତରେ ଯାଇଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜ। ସେଠାରେ ଚୀନ୍ ଓ ଋଷ ବୈଦେଶିକ ମନ୍ତ୍ରିସ୍ତରୀୟ ବୈଠକରେ ସେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ ଉଠାଇଛନ୍ତି ପୁଲୱାମା ଆତଙ୍କବାଦୀ ଆକ୍ରମଣ ପ୍ରସଙ୍ଗ। ସୁଷମା କହିଛନ୍ତି, ଆକ୍ରମଣ ପଛରେ ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ସଂପୃକ୍ତି ରହିଛି। ଜୈଶ-ଏ-ମହମ୍ମଦ ଭଳି ଆତଙ୍କବାଦୀ ସଂଗଠନ ଉପରେ କଠୋର କାର୍ଜ୍ୟାନୁଷ୍ଠାନ ପାଇଁ ସମର୍ଥନ ଲୋଡ଼ିଛି ଭାରତ। ତ୍ରିପାକ୍ଷିକ ବୈଠକ ପରେ ଋଷ ଓ ଚୀନ୍ ବୈଦେଶିକ ମନ୍ତ୍ରୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ ସୁଷମା ସ୍ୱରାଜ।

sushmaswaraj thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.