Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫ୍ଲୋର ଟେଷ୍ଟ ପୂର୍ବରୁ ଇସ୍ତଫା ଦେଇପାରନ୍ତି କମଲନାଥ
ଆଜିର ଖବର

ଫ୍ଲୋର ଟେଷ୍ଟ ପୂର୍ବରୁ ଇସ୍ତଫା ଦେଇପାରନ୍ତି କମଲନାଥ

March 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୋପାଳ : ମଧ୍ୟପ୍ରଦେଶରେ କମଲନାଥ ସରକାର ଉପରେ ସଂକଟର କଳା ବାଦଲ ଏବେ ଘୋଡେଇ ହୋଇ ରହିଛି। ସୁପ୍ରିମକୋର୍ଟଙ୍କ ଆଦେଶାନୁଯାୟୀ ଆଜି ବିଧାନସଭା ଅଧ୍ୟକ୍ଷ ବିଶେଷ ଅଧିବେଶନ ଡକାଇଛନ୍ତି। ଆଜି ବିଧାନସଭାରେ ଶକ୍ତିପରୀକ୍ଷା ହେବା। ସୁପ୍ରିମ୍‌କୋର୍ଟ ଗୁରୁବାର ଦିନ ଏହି ପ୍ରକ୍ରିୟାକୁ ଶୁକ୍ରବାର ଅର୍ଥାତ୍‌ ଆଜି ସନ୍ଧ୍ୟା 5ଟା ଭିତରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ କମଲନାଥ ସରକାର। ତେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ସରକାର ଆଜି ସନ୍ଧ୍ୟାରେ ହେବାକୁ ଥିବା ଫ୍ଲୋର ଟେଷ୍ଟ ପୂର୍ବରୁ ଇସ୍ତଫା ଦେବାର ସୂଚନା ରହିଛି। ଦ୍ବିପ୍ରହରରେ ଡକାଯାଇଥିବା ସାମ୍ବାଦିକ ସମ୍ମିଳନୀରେ କମଲନାଥ ଏହା ସମ୍ପର୍କରେ ସୂଚନା ଦେଇପାରନ୍ତି। କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂହ କହିଛନ୍ତି ଯେ, 22 ବିଧାୟକଙ୍କ ଇସ୍ତଫା ପରେ କମଲନାଥ ସରକାରଙ୍କ ପାଖରେ ସଂଖ୍ୟା ଗରିଷ୍ଠତା ନାହିଁ, ତେବେ ଏପରି ସମୟରେ କ’ଣ ହେଉଛି ତାହା ଦେଖାଯିବ। ଦିଗ୍‌ବିଜୟ ସିଂହ କହିଛନ୍ତି ଯେ, ପଇସା ଓ ଶକ୍ତି ଦ୍ବାରା ବହୁମତ ପାଇଥିବା ସରକାରକୁ ସଂଖ୍ୟା ଲଘୁରେ ପହଞ୍ଚାଇଗଲା।

ସୂଚନାଯୋଗ୍ୟ, 22ଜଣ ବିଧାୟକଙ୍କ ଇସ୍ତଫା ଦେବା ପରେ ଏବେ ମଧ୍ୟପ୍ରଦେଶରେ କଂଗ୍ରେସ ପାଖରେ କେବଳ 99 ବିଧାୟକ ରହିଛନ୍ତି। ବହୁମତ ପାଇଁ 104 ଆବଶ୍ୟକ ହେଉଛି। ଭାରତୀୟ ଜନତା ପାର୍ଟି ପାଖରେ ଏବେ 106 ବିଧାୟକ ରହିଛନ୍ତି। ଏପରି ସ୍ଥିତିରେ ମୁଖ୍ୟମନ୍ତ୍ରୀ କମଲନାଥ ସରକାର ଫ୍ଲୋର ଟେଷ୍ଟକୁ ଯିବା ପୂର୍ବରୁ ଇସ୍ତଫା ଦେଇପାରନ୍ତି ବୋଲି ଶୁଣିବାକୁ ମିଳୁଛି। (ଏଜେନ୍ସି)

kamalnath
Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.