Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନଗଣନା ସ୍ଥଗିତ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ
ଆଜିର ଖବର

ଜନଗଣନା ସ୍ଥଗିତ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

March 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନଗଣନା ପ୍ରକ୍ରିୟା ସ୍ଥଗିତ ରଖିବାକୁ ନିବେଦନ କରି ଚିଠି ଲେଖିଛନ୍ତି ନବୀନ। ଏପ୍ରିଲ୍‌ 1ରୁ ସେପ୍ଟେମ୍ବର 30 ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଗଣନା କାର୍ଯ୍ୟକ୍ରମ ରହିଛି । କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏହି ଜନଗଣନା କାର୍ଯ୍ୟକ୍ରମକୁ ସ୍ଥଗିତ କରିବା ପାଇଁ  ନିବେଦନ କରିଛନ୍ତି ନବୀନ। ଏବେ କୋରୋନା ମୁକାବିଲା ପାଇଁ କର୍ମଚାରୀ ମୁତୟନ ରହିଛନ୍ତି, ଏ ସମୟରେ ଜନଗଣନା ହେଲେ କୋରୋନା ମୁକାବିଲା ବାଧାପ୍ରାପ୍ତ ହେବ । ସେହିପରି କ୍ଷେତ୍ର ପରିଦର୍ଶନ ବେଳେ ମଧ୍ୟ ଫିଲ୍ଡ ଓ୍ବାର୍କରମାନଙ୍କ ପ୍ରତି ସଂକ୍ରମଣର ଆଶଙ୍କା ରହିଛି। ଏହି ଜନଗଣନାରେ ଗୃହ ତାଲିକା, ଗଣନା,ଜନସଂଖ୍ୟା ପଞ୍ଜିକା ଅପଡେଟ୍‌ ହୋଇଥାନ୍ତା। ତେବେ କରେନାକୁ ଦୃଷ୍ଟିରେ ରଖି ଜନଗଣନାକୁ ସ୍ଥଗିତ ରଖାଯାଉ ବୋଲି ଚିଠିରେ ନିବେଦନ କରିଛନ୍ତି ନବୀନ ପଟ୍ଟନାୟକ ।

କରୋନା ଜନଗଣନା ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026
Latest News

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.