Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାହୁଲଙ୍କୁ ପପ୍ପୁ ବୋଲି ସମ୍ବୋଧନ କଲେ ବିଜେପି ବିଧାୟକ : ଝାଡଖଣ୍ଡ ବିଧାନସଭାରେ ହଙ୍ଗାମା
ଆଜିର ଖବର

ରାହୁଲଙ୍କୁ ପପ୍ପୁ ବୋଲି ସମ୍ବୋଧନ କଲେ ବିଜେପି ବିଧାୟକ : ଝାଡଖଣ୍ଡ ବିଧାନସଭାରେ ହଙ୍ଗାମା

March 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଞ୍ଚି : ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କୁ ପପ୍ପୁ ବୋଲି ସମ୍ବୋଧନ କରିଛନ୍ତି ବିଜେପି ବିଧାୟକ । ଝାଡଖଣ୍ଡ ବିଜେପି ବିଧାୟକ ସିପି ସିଂ ରାହୁଲ ଗାନ୍ଧୀଙ୍କୁ ପପ୍ପୁ ବୋଲି ସମ୍ବୋଧନ କରିବା ପରେ ବିଧାନସଭାରେ ହଙ୍ଗାମା ହୋଇଛି । ଦିନ 11ଟାରେ ବିଧାନସଭା ଅଧିବେଶନ ଆରମ୍ଭ ହେବା ପରେ କଂଗ୍ରେସ ବିଧାୟକ ଇର୍ଫାନ୍‌ ଅନ୍‌ସାରୀ ସିଜେଆଇ ରଞ୍ଜନ ଗୋଗୋଇଙ୍କ ରାଜ୍ୟସଭା ମନୋନୟନକୁ ନେଇ ପ୍ରଶ୍ନ ଉଠାଇଥିଲେ । ଏହା ରାଜ୍ୟର ପରିସୀମା ମଧ୍ୟରେ ଆସୁନଥିବା କାରଣରୁ ଅଲଗା ପ୍ରଶ୍ନ କରିବା ପାଇଁ ଉଲ୍ଲେଖ କରିଥିଲେ ବାଚସ୍ପତି ରବୀନ୍ଦ୍ର ନାଥ ମାହେତୋ । ଏହାପରେ ସିପି ସିଂ ରାହୁଲଙ୍କୁ ପପ୍ପୁ ବୋଲି ସମ୍ବୋଧନ କରିଥିଲେ । ସିଂଙ୍କ ଏହି ମନ୍ତବ୍ୟ ପରେ କଂଗ୍ରେସ ସଦସ୍ୟ ମାନେ ଗୃହର ମଧ୍ୟଭାଗକୁ ଆସି ହୋ ହଲ୍ଲା କରିଥିଲେ ଏବଂ ବିଧାୟକଙ୍କ କ୍ଷମା ପ୍ରାର୍ଥନା ଦାବି କରିଥିଲେ । (ଏଜେନ୍ସି)

BJP rahulgandhi
Share. Facebook Twitter LinkedIn Email WhatsApp Copy Link

Related Posts

ଜିରାଙ୍ଗ ବୌଦ୍ଧ ମଠ ପରିଦର୍ଶନ ଓ ମହେନ୍ଦ୍ରଗିରି ମେଳାରେ ଯୋଗ ଦେଲେ ରାଜ୍ୟପାଳ

June 9, 2026

୧୦ଟି ପ୍ରସ୍ତାବକୁ ଅନୁମୋଦନ ଦେଲା କ୍ୟାବିନେଟ

June 8, 2026

ଉଜ୍ଜଳା ହିତାଧିକାରୀଙ୍କୁ ଝଟକା

June 8, 2026

ବିଶାଖାପାଟଣା ଷ୍ଟିଲ୍ ପ୍ଲାଣ୍ଟରେ ଭୟାବହ ଦୁର୍ଘଟଣା: ୮ ମୃତ

June 8, 2026
Latest News

ଜିରାଙ୍ଗ ବୌଦ୍ଧ ମଠ ପରିଦର୍ଶନ ଓ ମହେନ୍ଦ୍ରଗିରି ମେଳାରେ ଯୋଗ ଦେଲେ ରାଜ୍ୟପାଳ

June 9, 2026

ବିସ୍ତୃତ ରାଶିଫଳ: ଜୁନ ୯ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଧନ ଯୋଗ

June 9, 2026

୧୦ଟି ପ୍ରସ୍ତାବକୁ ଅନୁମୋଦନ ଦେଲା କ୍ୟାବିନେଟ

June 8, 2026

ଉଜ୍ଜଳା ହିତାଧିକାରୀଙ୍କୁ ଝଟକା

June 8, 2026

ଇଣ୍ଡିଆ ମେଣ୍ଟର ମହାମନ୍ଥନ: ୨୦୨୯ ଲକ୍ଷ୍ୟରେ ବିରୋଧୀଙ୍କ ନୂଆ ରଣନୀତି

June 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.