Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଟଳିପଡିଲା ଗଜରାଜ : ନାକ୍ଟିଦେଉଳରେ ହାତୀଛୁଆର ମୃତ୍ୟୁ
ଆଜିର ଖବର

ପୁଣି ଟଳିପଡିଲା ଗଜରାଜ : ନାକ୍ଟିଦେଉଳରେ ହାତୀଛୁଆର ମୃତ୍ୟୁ

March 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ରେଢାଖୋଲର ନାକ୍ଟିଦେଉଳ ରେଞ୍ଜରେ ପୁଣି ଏକ ହାତୀଛୁଆର ମୃତୁ ଘଟିଛି । ଉଲ୍ଲେଖଯୋଗ୍ୟ ଯେ, ନାକ୍ଟିଦେଉଳ ଅନ୍ତର୍ଗତ ବିନ୍ଧପୁର ଗ୍ରାମରେ ହାତୀ ଛୁଆଟିର ମୃତ୍ୟୁ ହୋଇଥିବା ଖବର ହସ୍ତଗତ ହୋଇଛି । ହାତୀ ପଲ ମଧ୍ୟରେ ଧସ୍ତାଧସ୍ତି ହେବା ଫଳରେ ଏହି ଦୁଇ ମାସର ହାତି ଛୁଆଟି ପ୍ରାଣ ହରାଇଥିଲା । ଦଳାଚକଟାରେ ହାତୀ ଛୁଆଟିର ଅନ୍ତବୁଜୁଳା ବାହାରି ଯାଇଥିବା ବେଳେ ହାତୀ ଛୁଆଟି ନାଳପାଖରେ ମୃତ୍ୟବରଣ କରିଥିଲା । ହାତୀଛୁଆଟି ପ୍ରାଣ ହରାଇଥିଲେ ମଧ୍ୟ ଏନେଇ ରେଞ୍ଜରଙ୍କ ନିକଟରେ କୌଣସି ଖବର ନଥିବା ଜଣାପଡିଛି । ବିଗତ କିଛି ମାସରେ ହାତୀ ମୃତ୍ୟୁ ସଂଖ୍ୟା ନିୟମିତ ଭାବରେ ବୃଦ୍ଧି ପାଇବାରେ ଲାଗିଛି ।

rairakhol
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026
Latest News

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.