Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଶ୍ମୀର ବଡ଼ଗାମଠାରେ ବାୟୁସେନାର ଯୁଦ୍ଧ ବିମାନ ଦୁର୍ଘଟଣାଗସ୍ତ
ଆଜିର ଖବର

କାଶ୍ମୀର ବଡ଼ଗାମଠାରେ ବାୟୁସେନାର ଯୁଦ୍ଧ ବିମାନ ଦୁର୍ଘଟଣାଗସ୍ତ

February 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
SRINAGAR, FEB 27 (UNI) People gather near the wreckage of an Indian Air Force Jet in flames which crashed during the exercise in central Kashmir district of Budgam on Wednesday. UNI SRN PHOTO 1.

ଆଜି କାଶ୍ମୀରର ବଡଗାମଠାରେ ବାୟୁସେନାର ଯୁଦ୍ଧ ବିମାନ ଦୁର୍ଘଟଣାଗସ୍ତ ହୋଇଛି । ବଡ଼ଗାମର ଟେକ୍‌ନିକାଲ୍‌ ବିମାନବନ୍ଦରରୁ ବିମାନ ଉଡାଣ ଭରିବାର  ସାତ କିଲୋମଟିର ଦୂରରେ ଏକ ଖୋଲା ସ୍ଥାନରେ ଦୁର୍ଘଟଣାଗସ୍ତ ହୋଇଛି । ଏହି ଦୁର୍ଘଟଣାରେ ବିମାନର ପାଇଲଟ୍‌ ଓ ସହ ପାଇଲଟ୍‌ଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଏହି ବିମାନଟି ଦୁର୍ଘଟଣା ଗ୍ରସ୍ତ ହୋଇଛି ବୋଲି ସୂଚନା ରହିଛି । ତେବେ ଏହି ବିମାନ ଦୁର୍ଘଟଣାରେ ଅଧିକ କ୍ଷୟକ୍ଷତିର ସୂଚନା ମିଳିପାରିନାହିଁ । ଦୁର୍ଘଟଣାସ୍ଥଳଟିରେ ବିମାନ ଦୁର୍ଘଟଣା ହେତୁ ନିଆଁ ଲାଗିଯାଇଥିବାରୁ ଦମକାଳ ବାହିନୀଙ୍କ ଦ୍ଵାରା ନିଆଁକୁ ଆୟତ୍ତ କରାଯାଇଛି ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026
Latest News

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.