Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନଆରସି, ସିଏଏ ପରି ପ୍ରସଙ୍ଗକୁ ଏଡାଇବା ପାଇଁ କରୋନା ସାଜିଛି ବାହାନା : ରମାକାନ୍ତ ଯାଦବ
ଆଜିର ଖବର

ଏନଆରସି, ସିଏଏ ପରି ପ୍ରସଙ୍ଗକୁ ଏଡାଇବା ପାଇଁ କରୋନା ସାଜିଛି ବାହାନା : ରମାକାନ୍ତ ଯାଦବ

March 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରପ୍ରଦେଶ: ଭାରତରେ କରୋନା ଭାଇରସ୍‌ର ସଂକଟ ବଢିଚାଲିଥିବାବେଳେ ଏଥିରେ 5ଜଣଙ୍କର ମୃତ୍ୟୁ ଘଟିଛି । ଏଥିରେ ଜଣେ ବିଦେଶୀ ନାଗରିକ ରହିଛନ୍ତି । କରୋନାକୁ ରୋକିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସବୁପ୍ରକାରର ଉଦ୍ୟମ ଜାରି ରଖିଛନ୍ତି । ବେଶ୍‌ ସତର୍କତା ଓ କଡା ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହା ମଧ୍ୟରେ ସମାଜବାଦୀ ପାର୍ଟିର ଜଣେ ପୂର୍ବତନ ସାଂସଦଙ୍କ ଅଜବ ବୟାନ ଏବେ ଚର୍ଚ୍ଚାକୁ ଆସିଛି ।

ୟୁପିର ଆଜମଗଡର ପୂର୍ବତନ ସାଂସଦ ତଥା ସପା ର ନେତା ରମାକାନ୍ତ ଯାଦବ କହିଛନ୍ତି ଯେ, କରୋନା ଏକ ବାହାନା ଅଟେ । ଏହା ଜରିଆରେ ଏନ୍‌ଆରସି, ସିଏଏ ଓ ମହଙ୍ଗା ପରି ପ୍ରସଙ୍ଗକୁ ଏଡାଇ ଦିଆଯାଉଛି । ରମାକାନ୍ତ ଯାଦବ କହିଛନ୍ତି ଯେ, ଦୁନିଆରେ କରୋନା ହୋଇପାରେ, କିନ୍ତୁ ଭାରତରେ ଏହା ହେବ ନାହିଁ । କାରଣ ସେ କରୋନା ସଂକ୍ରମିତ ବ୍ୟକ୍ତିକୁ କୁଣ୍ଡାଇବା ପାଇଁ ପ୍ରସ୍ତୁତ ରହିଛନ୍ତି ।

ଅପରପକ୍ଷରେ କରୋନାକୁ ମୁକାବିଲା କରିବା ପାଇଁ ନରେନ୍ଦ୍ର ମୋଦି ଆସନ୍ତା 22 ତାରିଖରେ ଜନତା କର୍ଫ୍ୟୁ ପାଇଁ ଆହ୍ବାନ ଜଣାଇଛନ୍ତି । ଆସନ୍ତା କାଲି ସକାଳ 7ଟାରୁ ରାତ୍ର 9ଟା ପର୍ଯ୍ୟନ୍ତ ‘ଜନତା କର୍ଫ୍ୟୁ’ ପାଳନ କରିବା ପାଇଁ କହିଛନ୍ତି । ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 270ରେ ପହଞ୍ଚିଲାଣି । (ଏଜେନ୍ସି)

ଏନଆରସି କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Latest News

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.