Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋରୋନା ମୁକାବିଲା : ଔଷଧ ପାଇଁ 14 ହଜାର କୋଟିର ପ୍ୟାକେଜ୍‌ ଘୋଷଣା କଲେ କେନ୍ଦ୍ର ସରକାର
ଆଜିର ଖବର

କୋରୋନା ମୁକାବିଲା : ଔଷଧ ପାଇଁ 14 ହଜାର କୋଟିର ପ୍ୟାକେଜ୍‌ ଘୋଷଣା କଲେ କେନ୍ଦ୍ର ସରକାର

March 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କୋରୋନା ଭାଇରସ୍‌ର ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂତନ ପ୍ୟାକେଜ୍‌ର ଘୋଷଣା କରାଯାଇଛି । ଶନିବାର ଦିନ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପ୍ୟାକେଜ୍‌ ଘୋଷଣା କରାଯାଇଛି । ବିଭିନ୍ନ ଔଷଧ ତଥା ଔଷଧୀୟ ସାମଗ୍ରୀ ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ 14 ହଜାର କୋଟିର ପ୍ୟାକେଜ୍‌ ଘୋଷଣା କରାଯାଇଛି । ବର୍ତ୍ତମାନ କୋରୋନା ମୁକାବିଲା ପାଇଁ ଆବଶ୍ୟକ ଔଷଧ ଦେଶରେ ମହଜୁଦ ରହିଛି । ମାତ୍ର କୋରୋନା ଅଧିକ ଦିନ ଧରି ଲାଗି ରହିଲେ ଦେଶରେ ଔଷଧର ସଙ୍କଟ ଦେଖା ଦେଇପାରେ । ତେଣୁ ସରକାର 14 ହଜାର କୋଟି ଟଙ୍କା ବିନିମୟରେ ଆବଶ୍ୟକୀୟ ଔଷଧ କିଣିବାର ନିଷ୍ପତ୍ତି ନେଇଥିବା ଜଣାପଡିଛି । ଦେଶର ବିଭିନ୍ନ ସ୍ଥାନରେ ଏହି ଔଷଧ ନିର୍ମାଣ ପାର୍କ ସ୍ଥାପନ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ତିନୋଟି ରାଜ୍ୟରେ ବଲ୍କ ଡ୍ରଗ୍‌ ପାର୍କ ନିର୍ମାଣ ପାଇଁ ଏହି ଅର୍ଥକୁ କ୍ୟାବିନେଟ୍‌ ମଞ୍ଜୁରୀ ପ୍ରଦାନ କରାଯାଇଥିବା ନେଇ ଜଣାପଡିଛି । (ଏଜେନ୍ସି)

covid19 medicine
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.