Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡରେ ସୁରକ୍ଷାବଳ-ନକ୍ସଲ ଏନକାଉଣ୍ଟର : 6 ସୁରକ୍ଷାକର୍ମୀ ଆହତ
ଆଜିର ଖବର

ଛତିଶଗଡରେ ସୁରକ୍ଷାବଳ-ନକ୍ସଲ ଏନକାଉଣ୍ଟର : 6 ସୁରକ୍ଷାକର୍ମୀ ଆହତ

March 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛତିଶଗଡ : ଛତିଶଗଡରେ ପୁଣି ଏକ ନକ୍ସଲ ଏନକାଉଣ୍ଟର ଘଟିଛି । ମାଓ ଉପଦ୍ରୁତ ସୁକ୍‌ମାରେ ସୁରକ୍ଷାବଳ ଏବଂ ନକ୍ସଲଙ୍କ ମଧ୍ୟରେ ଏନ୍‌କାଉଣ୍ଟର ଘଟି 6 ଜଣ ସୁରକ୍ଷାବଳ ଅଧିକାରୀ ଆହତ ହୋଇଛନ୍ତି । ଶନିବାର ସୁରକ୍ଷା ବଳଙ୍କ ପକ୍ଷରୁ କମ୍ବିଂ ଅପରେସନ୍‌ କରାଯାଉଥିବା ବେଳେ ଅତର୍କିତ ଭାବରେ ନକ୍ସଲଙ୍କ ପକ୍ଷରୁ ହମ୍‌ଲା କରାଯାଇଥିଲା । ଚିନ୍ତାଗୁଫା ଜଙ୍ଗଲ ଅଞ୍ଚଳରେ ନକ୍ସଲଙ୍କ ପକ୍ଷରୁ ଅତର୍କିତ ଆକ୍ରମଣ କରାଯିବା କାରଣରୁ ଏହି 6 ସୁରକ୍ଷା ଅଧିକାରୀ ଆହତ ହୋଇଥିଲେ । ଏହି ଏନ୍‌କାଉଣ୍ଟର ପରେ ସୁରକ୍ଷା ବଳ ଅଧିକାରୀଙ୍କ ପକ୍ଷରୁ କମ୍ବିଂ ଅପରେସନ୍‌କୁ ଜୋରଦାର କରାଯାଇଛି ।

encounter naxal
Share. Facebook Twitter LinkedIn Email WhatsApp Copy Link

Related Posts

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Latest News

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.