Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ : ଆଜି ଭାରତରେ ଗୋଟିଏ ଦିନରେ ଦୁଇଟି ମୁଣ୍ଡ ନେଲା କରୋନା
ଆଜିର ଖବର

କରୋନା ଅପଡେଟ : ଆଜି ଭାରତରେ ଗୋଟିଏ ଦିନରେ ଦୁଇଟି ମୁଣ୍ଡ ନେଲା କରୋନା

March 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଭାଇରସ୍‌କୁ ନେଇ ସାରା ବିଶ୍ଵ ଆଜି ଆତଙ୍କରେ।  ଇତି ମଧ୍ୟରେ ଦେଶରେ ଏବେ ମୃତ୍ୟୁ ସଂଖ୍ୟା 6 ରେ ପହଞ୍ଚିଲାଣି। ସେହିପରି ରାଜସ୍ଥାନର ଜୟପୁରଠାରେ ଜଣେ ଇଟାଲୀୟ ନାଗରିକଙ୍କ ମୃତ୍ୟୁ ଘଟିଥିଲା।  ଏବେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୫ରେ ପହଞ୍ଚିଛି । କରୋନାକୁ ରୋକିବା ପାଇଁ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ସଚେତନତା କରିବା ସହିତ ସତର୍କତା ମଧ୍ୟ ଅବଲମ୍ବନ କରୁଛନ୍ତି । ଡବ୍ଲଏଚ୍‌ଓ ଏହାକୁ ବିଶ୍ବ ମହାମାରୀ ଘୋଷଣା କରିବା ସହିତ ଏହା ଏବେ 187ଟି ଦେଶକୁ ବ୍ୟାପିଛି ବୋଲି ସୂଚନା ରହିଛି ।

ଆଜି ଗୋଟିଏ ଦିନରେ ଭାରତରେ ପ୍ରଥମଥର ପାଇଁ ୨ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ ଭାରତରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଆଜି ପ୍ରଥମ ମୃତ୍ୟୁ ମୁମ୍ଵାଇରେ ଘଟିଥିଲା। ଏଠାରେ  ୬୩ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ମହାରାଷ୍ଟ୍ରରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି। ସେହିପରି ଦ୍ଵିତୀୟ ମୃତ୍ୟୁ ବିହାରରେ ହେଇଛି। ମୃତକଙ୍କ ବୟସ ୩୮ ବର୍ଷ। ସେ ବିହାର ଏମ୍ସରେ ଚିକିତ୍ସିତ ହେଉଥିଲେ।

କୋରୋନକୁ ନେଇ ପ୍ରାୟ ସବୁ ରାଜ୍ୟ ଲକ ଡାଉନର ଘୋଷଣା କରିଛନ୍ତି। ଆଜି ସାରା ଦେଶରେ ଜନତା କର୍ଫ୍ୟୁ ପାଳନ ହେଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.