Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛାତ ଉପରେ ତାଳିମାରି, ଥାଳି ବାଡେଇ ସ୍ବାସ୍ଥ୍ୟ ସେବାକାରୀଙ୍କୁ ଉତ୍ସାହିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଛାତ ଉପରେ ତାଳିମାରି, ଥାଳି ବାଡେଇ ସ୍ବାସ୍ଥ୍ୟ ସେବାକାରୀଙ୍କୁ ଉତ୍ସାହିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

March 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଲେ ଭୁବନେଶ୍ବର, ଆଜି ପ୍ରଧାନମନ୍ତୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନରେ ସାରା ଭାରତ ବର୍ଷ ତାଳି ମାରି ଥାଳି ବାଡେଇ ସ୍ବାସ୍ଥ୍ୟସେବାକାରୀଙ୍କୁ କରିଛନ୍ତି ଉତ୍ସାହିତ। ଏହି ପରିପ୍ରେକ୍ଷୀରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଅପରାହ୍ନ ପାଞ୍ଚଟା ପୂର୍ବରୁ ନବୀନ ତାଙ୍କ ବାସଭବନ ଛାତ ଉପରକୁ ଯାଇଥିଲେ। ଯେତେବଳେ ପାଞ୍ଚଟା ବାଜିଲା ମୁଖ୍ୟମନ୍ତ୍ରୀ ପ୍ରଥମେ ତାଳି ମାରି ସ୍ବାସ୍ଥ୍ୟସେବାକାରୀଙ୍କ ଉତ୍ସାହିତ କରିଥିଲେ।

କିଛି ସମୟ ପରେ ନବୀନ ଅଟା ବେଳନା ପଟାକୁ ବାଡେଇ ସେମାନଙ୍କୁ ସ୍ବାଗତ କରିଥିଲେ। ଏହି ଦୃଶ୍ୟ ବାହାରକୁ ଦେଖାଯାଉ ନ ଥିଲେ ମଧ୍ୟ ସେଠାରେ କିଛି ଲୋକ ରୁଣ୍ଡ ହୋଇଥିଲେ। ସେମାନଙ୍କୁ ଦେଖି ନବୀନ ହାତ ହଲାଇ ସ୍ବାଗତ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026

ମହାପ୍ରଭୃଙ୍କ ସୁନାବେଶ: ଏହାର ମାହାତ୍ମ୍ୟ କଣ, କେତେଥର ହୁଏ ଏହି ବେଶ

July 26, 2026

ପାଟଣାଗଡ଼ ବ୍ଲକ୍ ଠାରେ ନୂତନ ମିନି ଷ୍ଟାଡିୟମର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 26, 2026
Latest News

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026

ମହାପ୍ରଭୃଙ୍କ ସୁନାବେଶ: ଏହାର ମାହାତ୍ମ୍ୟ କଣ, କେତେଥର ହୁଏ ଏହି ବେଶ

July 26, 2026

ପାଟଣାଗଡ଼ ବ୍ଲକ୍ ଠାରେ ନୂତନ ମିନି ଷ୍ଟାଡିୟମର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 26, 2026

ଆଜି ଜୁଲାଇ ୨୬ ତାରିଖ ରବିବାରରେ ଏହି ରାଶିର ବ୍ୟକ୍ତିମାନେ ମାନସିକ ସ୍ତରରେ ହେବେ ଚିନ୍ତିତ

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.