Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଛଅଟି ଜିଲ୍ଲାରେ ଘଡଘଡି ସହ କୁଆପଥର ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁ କେଉଁ ଜିଲ୍ଲା
ଆଜିର ଖବର

ଆସନ୍ତାକାଲି ଛଅଟି ଜିଲ୍ଲାରେ ଘଡଘଡି ସହ କୁଆପଥର ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁ କେଉଁ ଜିଲ୍ଲା

March 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଆସନ୍ତା କାଲି ରାଜ୍ୟର କେତେକ ଜିଲ୍ଲାରେ ଘଡଘଡ ସହ କୁଆପଥର ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ରାତିରେ ପ୍ରକାଶ ପାଇଥିବା ବୁଲେଟିନରେ କୁହାଯାଇଛି ଯେ, ଏହି ବର୍ଷ ରାଜ୍ୟର ଛଅଟି ଜିଲ୍ଲାରେ ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକରେ ଘଡଘଡି, ବର୍ଷା ସହିତ କୁଆପଥର ମଧ୍ୟ ପଡିବାର ସମ୍ଭାବନା ରହିଛି।

ତେବେ ଯେଉଁ ଛଅଟି ଜିଲ୍ଲାରେ ଏହି ବର୍ଷା ହେବା ସେଗୁଡିକ ହେଲା ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଳାହାଣ୍ଡି ଏବଂ ନବରଂଗପୁର। ପୂର୍ବରୁ ପାଣିପାଗ ବିଭାଗ ତରଫରୁ କେତେକ ସ୍ଥାନରେ ବର୍ଷା ହେବ ବୋଲି କୁହାଯାଇଥିଲା। ସେହି ଅନୁସାରେ ଗତ ଶନିବାର ଦିନ ଭୁବନେଶ୍ବର ସମେତ ରାଜ୍ୟର ଅନେକ ଜିଲ୍ଲାରେ କିଛି ସମୟ ପାଇଁ ପ୍ରବଳ ବର୍ଷା ପରିଲକ୍ଷିତ ହୋଇଥିଲା।

କୁଆପଥର ବର୍ଷା ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026
Latest News

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.