Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକ୍‌ ଡାଉନ୍‌ : ନିୟମକୁ ନ ମାନିଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ
ଆଜିର ଖବର

ଲକ୍‌ ଡାଉନ୍‌ : ନିୟମକୁ ନ ମାନିଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

March 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ମୁକାବିଲା ପାଇଁ ଦେଶରେ ପ୍ରାୟ ରାଜ୍ୟରେ ଲକ୍‌ ଡାଉନ୍‌ର ଘୋଷଣା କରାଯାଇଛି। ଲକ୍‌ ଡାଉନ୍‌କୁ ନେଇ ରାଜ୍ୟ ସରକାରଙ୍କୁ ଆଇନ୍ ଓ ନିୟମ କଡ଼ାକଡ଼ି ଭାବରେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର । ଏନେଇ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଟୁଇଟ୍‌ କରି କହିଛନ୍ତି । ଲୋକମାନେ ଲକ୍‌ଡାଉନ୍‌କୁ ଗୁରୁତ୍ବର ସହ ବିଚାର କରିବାକୁ କହିଛନ୍ତି ମୋଦି। ଲକ୍‌ଡାଉନକୁ ନେଇ ରହିଥିବା ସରକାରୀ ନିୟମକୁ କଡାକଡି ପାଳନ କରିବାକୁ ଅପିଲ୍‌ କରିଛନ୍ତି ମୋଦି । ସେହିପରି ଲକ୍‌ଡାଉନ୍‌ ନିର୍ଦ୍ଦେଶ ଖିଲାପକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କେନ୍ଦ୍ର ତରଫରୁ ନିର୍ଦ୍ଦେଶ ରହିଛି ।  ଉଲ୍ଲଂଘନକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । ଦେଶର ୨୩ଟି ରାଜ୍ୟର ୮୨ ଜିଲ୍ଲାରେ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଦୁର୍ଗା ମୂର୍ତ୍ତି ନେଉଥିବା ପିକ୍ଅପ୍‌କୁ ଧକ୍କା ଦେଲା ଟ୍ରକ୍‌: ୭ ମୃତ, ୧୯ ଆହତ

October 2, 2026

ତାମିଲନାଡୁ ବାଇପୋଲ୍: ଟଙ୍କା ବଣ୍ଟନ ଅଭିଯୋଗକୁ ନେଇ ରାଜନୈତିକ ଚର୍ଚ୍ଚା

October 2, 2026

ଓମଫେଡ୍ ଗ୍ରାହକଙ୍କୁ ଝଟକା, ୪ ଟଙ୍କା ଯାଏ ବଢ଼ିବ କ୍ଷୀର ଦର

October 2, 2026

ଷ୍ଟକ୍ ବଜାରରେ ହାହାକାର! ୮ ସପ୍ତାହ ଧରି ଲଗାତାର କ୍ଷତି, ଜାଣନ୍ତୁ କାହିଁକି ଖସୁଛି ସେନସେକ୍ସ-ନିଫ୍ଟି

October 2, 2026
Latest News

ଦୁର୍ଗା ମୂର୍ତ୍ତି ନେଉଥିବା ପିକ୍ଅପ୍‌କୁ ଧକ୍କା ଦେଲା ଟ୍ରକ୍‌: ୭ ମୃତ, ୧୯ ଆହତ

October 2, 2026

ତାମିଲନାଡୁ ବାଇପୋଲ୍: ଟଙ୍କା ବଣ୍ଟନ ଅଭିଯୋଗକୁ ନେଇ ରାଜନୈତିକ ଚର୍ଚ୍ଚା

October 2, 2026

ଓମଫେଡ୍ ଗ୍ରାହକଙ୍କୁ ଝଟକା, ୪ ଟଙ୍କା ଯାଏ ବଢ଼ିବ କ୍ଷୀର ଦର

October 2, 2026

ଷ୍ଟକ୍ ବଜାରରେ ହାହାକାର! ୮ ସପ୍ତାହ ଧରି ଲଗାତାର କ୍ଷତି, ଜାଣନ୍ତୁ କାହିଁକି ଖସୁଛି ସେନସେକ୍ସ-ନିଫ୍ଟି

October 2, 2026

ଆଜିଠୁ ବିଜେଡିର ପଦଯାତ୍ରା : ଶକ୍ତି ଦେଖାଇବ ବିଜେଡି

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.