Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଜାବରେ ଜାରି ହେଲା କର୍ଫ୍ୟୁ
ଆଜିର ଖବର

ପଞ୍ଜାବରେ ଜାରି ହେଲା କର୍ଫ୍ୟୁ

March 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Baba Ramdev Ashram Fire in Haridwar (Photo: Sanjeev Kumar Singh Chauhan IANS)

ପଞ୍ଜାବ : କରୋନା ମୁକାବିଲା ପାଇଁ ସାରା ପଞ୍ଜାବରେ କର୍ଫ୍ୟୁ ଘୋଷଣା  କରାଯାଇଛି । ତେବେ କର୍ଫ୍ୟୁ ସମୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲା ରହିବ। କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ଦିଲ୍ଲୀ, ଓଡ଼ିଶା ସମେତ 10ରୁ ଅଧିକ ରାଜ୍ୟର ବହୁ  ସହରରେ ଲକ୍‌ ଡାଉନର ଘୋଷଣା କରାଯାଇଛି। ତଥାପି କିଛି ଲୋକେ ଏହାକୁ ମାନୁ ନଥିବାର ଦେଖାଯାଇଛି। ଲକ୍‌ ଡାଉନ୍‌କୁ ଉଲ୍ଲଂଘନ କରୁଥିବାର ଦେଖାଯାଇଛି। ଏହାକୁ ନେଇ ପଞ୍ଜାବ ସରକାର କଡା ପଦକ୍ଷେପ ନେଇଛନ୍ତି। ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ପୂରା ପଞ୍ଜାବରେ କର୍ଫ୍ୟୁ ଲଗାଇଛନ୍ତି। ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର୍‌ ମଧ୍ୟ ଲକ୍‌ ଡାଉନର ଘୋଷଣା କରିଛନ୍ତି।

ସେହିପରି ଲକ୍‌ ଡାଉନ୍‌କୁ ନ ମାନିଲେ କଡା କାର୍ଯ୍ୟାନୁଷ୍ଠାନ କରାଯିବା ନେଇ ସବୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର। ଏନେଇ ହଜାର ଟଙ୍କାର ଜରିମାନା ସହିତ 6 ମାସର ଜେଲ୍‌ ଦଣ୍ଡର ପ୍ରାବଧାନ ମଧ୍ୟ ରହିଛି। କରୋନାରୁ ମୁକାବିଲା ପାଇଁ ସରକାରଙ୍କ ନିୟମ ମାନିବାକୁ ପ୍ରଧାନମନ୍ତ୍ରୀ ମଧ୍ୟ ଦେଶବାସୀଙ୍କୁ ଅପିଲ୍‌ କରିଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା, ବନ୍ୟା ଆଶଙ୍କା, ସହାୟତା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

October 2, 2025

ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 2, 2025

ଦଶହରାରେ ସାମରିକ ଅସ୍ତ୍ରଶସ୍ତ୍ର ପୂଜା କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

October 2, 2025

ରାବଣ ପୋଡି ଉତ୍ସବରେ ପୋଲିସ ଏପରି କାହିଁକି କଲା, ସମସ୍ତେ କରୁଛନ୍ତି ପ୍ରଶଂସା

October 2, 2025
Latest News

ଏଣିକି ଭାରତ ଓ ଚୀନ ମଧ୍ୟରେ ଆରମ୍ଭ ହେବ ସିଧା ବିମାନ ସେବା

October 2, 2025

ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା, ବନ୍ୟା ଆଶଙ୍କା, ସହାୟତା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

October 2, 2025

ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 2, 2025

ଦଶହରାରେ ସାମରିକ ଅସ୍ତ୍ରଶସ୍ତ୍ର ପୂଜା କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

October 2, 2025

ରାବଣ ପୋଡି ଉତ୍ସବରେ ପୋଲିସ ଏପରି କାହିଁକି କଲା, ସମସ୍ତେ କରୁଛନ୍ତି ପ୍ରଶଂସା

October 2, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.