Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଲିଠାରୁ ବସ୍‌ ବନ୍ଦ : ଆଜି ରାତି 12ଟାରୁ ସମସ୍ତ ସିଟ୍‌ ବସ୍‌ ଚଳାଚଳ ବନ୍ଦ
ଆଜିର ଖବର

କାଲିଠାରୁ ବସ୍‌ ବନ୍ଦ : ଆଜି ରାତି 12ଟାରୁ ସମସ୍ତ ସିଟ୍‌ ବସ୍‌ ଚଳାଚଳ ବନ୍ଦ

March 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ରାଜ୍ୟ ସରକାର ବେଶ୍‌ କଡା ପଦକ୍ଷେପ ଗ୍ରହଣ କରୁଛନ୍ତି । ରାଜ୍ୟରେ ଲକ୍‌ ଡାଉନ୍‌ ଚାଲିଥିବାବେଳେ କାଲିଠାରୁ ବସ୍‌ ଚଳାଚଳ ବନ୍ଦ କରାଯିବା ନେଇ ଘୋଷଣା କରାଯାଇଛି । ଆସନ୍ତାକାଲି ଦିନ 11ଟାରୁ ରାଜ୍ୟରେ ସମସ୍ତ ବସ୍‌ ଚଳାଚଳ ବନ୍ଦ ରହିବ । ସେହିପରି ଆଜି ରାତି 12ଟାରୁ ସମସ୍ତ ସିଟି ବସ୍‌ ଚଳାଚଳ ମଧ୍ୟ ବନ୍ଦ ରହିବ । ରାଜ୍ୟ ତମାମ ସମସ୍ତ ବସ୍‌ ଚଳାଚଳ ବନ୍ଦ ରହିବ । ପୂର୍ବରୁ ଆନ୍ତଃରାଜ୍ୟ ବସ୍‌ ଚଳାଚଳକୁ ବନ୍ଦ କରାଯାଇଥିଲା । କିନ୍ତୁ କରୋନାକୁ ଦୃଷ୍ଟିରେ ରଖି ଏବେ ସାରା ରାଜ୍ୟରେ ବସ୍‌ ବନ୍ଦ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠାରୁ ସ୍ମାର୍ଟ ବଜାରର ‘ଫୁଲ ପଇସା ଅସୁଲ ସେଲ୍‌’ ଆରମ୍ଭ

January 21, 2026

ନାସାରୁ ଅବସର ନେଲେ ସୁନିତା ୱିଲିୟମ୍ସ: ଜାଣନ୍ତୁ ସେ ଏବେ କେତେ ପାଇବେ ପେନସନ?

January 21, 2026

ଡବ୍ଲୁପିଏଲରେ ପଦାର୍ପଣ କଲେ ସବୁଠାରୁ କମ୍ ବୟସର ଖେଳାଳି: ଜାଣନ୍ତୁ ସେ କିଏ?

January 21, 2026

ଉଡ଼ାଣର କିଛି ସମୟ ପରେ ଟ୍ରମ୍ପଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି: ଯାତ୍ରା ବାତିଲ ହେବ କି ସ୍ୱିଜରଲ୍ୟାଣ୍ଡ ଯାତ୍ରା?

January 21, 2026
Latest News

ଆଜିଠାରୁ ସ୍ମାର୍ଟ ବଜାରର ‘ଫୁଲ ପଇସା ଅସୁଲ ସେଲ୍‌’ ଆରମ୍ଭ

January 21, 2026

ନାସାରୁ ଅବସର ନେଲେ ସୁନିତା ୱିଲିୟମ୍ସ: ଜାଣନ୍ତୁ ସେ ଏବେ କେତେ ପାଇବେ ପେନସନ?

January 21, 2026

ଡବ୍ଲୁପିଏଲରେ ପଦାର୍ପଣ କଲେ ସବୁଠାରୁ କମ୍ ବୟସର ଖେଳାଳି: ଜାଣନ୍ତୁ ସେ କିଏ?

January 21, 2026

ଉଡ଼ାଣର କିଛି ସମୟ ପରେ ଟ୍ରମ୍ପଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି: ଯାତ୍ରା ବାତିଲ ହେବ କି ସ୍ୱିଜରଲ୍ୟାଣ୍ଡ ଯାତ୍ରା?

January 21, 2026

‘ଭାରତ ନୁହେଁ, ଏହି ଦେଶ ଉପରେ ଲାଗିବ ୫୦୦% ଶୁଳ୍କ’: ଆମେରିକାର ଅର୍ଥ ସଚିବଙ୍କ ବଡ଼ ଖୁଲାସା

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.