Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଲିଠାରୁ ବସ୍‌ ବନ୍ଦ : ଆଜି ରାତି 12ଟାରୁ ସମସ୍ତ ସିଟ୍‌ ବସ୍‌ ଚଳାଚଳ ବନ୍ଦ
ଆଜିର ଖବର

କାଲିଠାରୁ ବସ୍‌ ବନ୍ଦ : ଆଜି ରାତି 12ଟାରୁ ସମସ୍ତ ସିଟ୍‌ ବସ୍‌ ଚଳାଚଳ ବନ୍ଦ

March 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ରାଜ୍ୟ ସରକାର ବେଶ୍‌ କଡା ପଦକ୍ଷେପ ଗ୍ରହଣ କରୁଛନ୍ତି । ରାଜ୍ୟରେ ଲକ୍‌ ଡାଉନ୍‌ ଚାଲିଥିବାବେଳେ କାଲିଠାରୁ ବସ୍‌ ଚଳାଚଳ ବନ୍ଦ କରାଯିବା ନେଇ ଘୋଷଣା କରାଯାଇଛି । ଆସନ୍ତାକାଲି ଦିନ 11ଟାରୁ ରାଜ୍ୟରେ ସମସ୍ତ ବସ୍‌ ଚଳାଚଳ ବନ୍ଦ ରହିବ । ସେହିପରି ଆଜି ରାତି 12ଟାରୁ ସମସ୍ତ ସିଟି ବସ୍‌ ଚଳାଚଳ ମଧ୍ୟ ବନ୍ଦ ରହିବ । ରାଜ୍ୟ ତମାମ ସମସ୍ତ ବସ୍‌ ଚଳାଚଳ ବନ୍ଦ ରହିବ । ପୂର୍ବରୁ ଆନ୍ତଃରାଜ୍ୟ ବସ୍‌ ଚଳାଚଳକୁ ବନ୍ଦ କରାଯାଇଥିଲା । କିନ୍ତୁ କରୋନାକୁ ଦୃଷ୍ଟିରେ ରଖି ଏବେ ସାରା ରାଜ୍ୟରେ ବସ୍‌ ବନ୍ଦ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Latest News

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.