Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେରଳରେ 28 ଆକ୍ରାନ୍ତ ଚିହ୍ନଟ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 490
ଆଜିର ଖବର

କେରଳରେ 28 ଆକ୍ରାନ୍ତ ଚିହ୍ନଟ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 490

March 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ଭାଇରସ୍‌ର ପ୍ରଭାବ ଦିନକୁ ଦିନ ବଢି ଚାଲିଥିବା ବେଳେ ଆଜି କେରଳରେ ଗୋଟିଏ ଦିନରେ 28 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ସୋମବାର ଆଉ ଦୁଇ ଜଣଙ୍କର ପ୍ରାଣହାନି ଘଟିବା ସହିତ ସମୁଦାୟ ମୃତକଙ୍କ ସଂଖ୍ୟା 9ରେ ପହଞ୍ଚିଛି । ସେହିପରି ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 490ରେ ପହଞ୍ଚିଥିବା ବେଳେ କେରଳରେ ସର୍ବାଧିକ 91 ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସୋମବାର ନୂତନ ଭାବରେ 28 ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯିବା କାରଣରୁ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 500 ଛୁଇଁବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ସ୍ପଷ୍ଟ କରିଛନ୍ତି ।

28 ଆକ୍ରାନ୍ତଙ୍କ ମଧ୍ୟରୁ 19 ଜଣ କସାରଗଡର ରହିଥିବା ବେଳେ 5 ଜଣ କନ୍ନୁର, ଏର୍ଣ୍ଣାକୁଲମରୁ 2 ଜଣ ଏବଂ ଥ୍ରିସୁର ଓ ପଥନମଥିଟ୍ଟାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସମସ୍ତ ଆକ୍ରାନ୍ତ ମଧ୍ୟପ୍ରାଚ୍ୟରୁ ଆସିଥିବା ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ 228 ଟି ହସ୍ପିଟାଲରେ 52 ହଜାର 785 ଲୋକଙ୍କୁ ପରୀକ୍ଷଣରେ ରଖାଯାଇଛି ବୋଲି ବିଜୟନ୍‌ ସ୍ପଷ୍ଟ କରିଛନ୍ତି ।

covid19
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 9, 2026

ଆଜି ଏପ୍ରିଲ ୯ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 9, 2026

ଓଡ଼ିଶାରେ ୧.୮୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଲା ଜିଓ: ଟ୍ରାଇ ତଥ୍ୟ

April 8, 2026

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାକୁ ୧୧ ବର୍ଷ: ଦେଶର ସୂକ୍ଷ୍ମ ଓ କ୍ଷୁଦ୍ର ଉଦ୍ୟୋଗୀ ହୋଇଛନ୍ତି ସଶକ୍ତ

April 8, 2026
Latest News

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 9, 2026

ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ: ୫,୮୦୦ ନିଯୁକ୍ତି ସୃଷ୍ଟି

April 9, 2026

ଆଜି ଏପ୍ରିଲ ୯ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 9, 2026

ଓଡ଼ିଶାରେ ୧.୮୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଲା ଜିଓ: ଟ୍ରାଇ ତଥ୍ୟ

April 8, 2026

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାକୁ ୧୧ ବର୍ଷ: ଦେଶର ସୂକ୍ଷ୍ମ ଓ କ୍ଷୁଦ୍ର ଉଦ୍ୟୋଗୀ ହୋଇଛନ୍ତି ସଶକ୍ତ

April 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.