Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାୟଗଡ଼ାରେ ମୁଖ୍ୟମନ୍ତ୍ରୀ : ୧୨୫୦କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ
ଆଜିର ଖବର

ରାୟଗଡ଼ାରେ ମୁଖ୍ୟମନ୍ତ୍ରୀ : ୧୨୫୦କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ

February 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
CM Naveen Patnaik lays foundation stone of projects costing 1250 Crores at rayagada
CM Naveen Patnaik lays foundation stone of projects costing 1250 Crores at rayagada

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାୟଗଡ଼ାରେ ୧୨୫୦କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି ।  ଏହାଛଡ଼ା ୫୩୨ କୋଟି ୫୮ ଲକ୍ଷ ୫୧ ହଜାର ଟଙ୍କା ବ୍ୟୟ ଅଟକଳ ହୋଇଥିବା ୪୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ୨୦୪ କୋଟି ୮୪ ଲକ୍ଷ ୩୭ ହଜାର ଟଙ୍କା ବ୍ୟୟରେ ନିର୍ମିତ ୪୧ଟି ପ୍ରକଳ୍ପର ଲୋକାର୍ପଣ ମଧ୍ୟ କରିଛନ୍ତି । ସମାବେଶରେ ନବୀନ ପଟ୍ଟନାୟକ ୧୫୦୦ ଜଣ ନିର୍ମାଣ ଶ୍ରମିକଙ୍କୁ ସାଇକେଲ୍‌, ୧୧୮୯ ଜଣଙ୍କୁ ମଧୁବାବୁ ପେନ୍‌ସନ୍‌, ୧୨୯୭ ଜଣଙ୍କୁ ଜଙ୍ଗଲ ଜମି ଅଧିକାର ପଟ୍ଟା ପ୍ରଦାନ କରିଥିଲେ। ରାୟଗଡ଼ା ଜିଲ୍ଲାର ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ସିଡମନି ସହାୟତା ପାଇଥିବା ୬୭୨୯ଟି ସ୍ୱୟଂ ସହାୟକ ଗୋଷ୍ଠୀ, ୨ କୋଟି ୨୦ ଲକ୍ଷ ଟଙ୍କା ଡିଜିଟାଲ୍‌ ସଶକ୍ତିକରଣ ନିମନ୍ତେ ପାଇଥିବା ୬୭୩୫ ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ୨କୋଟି ୭୫ ଲକ୍ଷ ଟଙ୍କା ସହାୟତା ପାଇଥିବା ୧୧ଟି ବ୍ଳକ୍‌ସ୍ତରୀୟ ମହାସଂଘର ସଦସ୍ୟାମାନଙ୍କ ସହ କଥାବାର୍ତ୍ତା ହୋଇଥିଲେ। ଏହାପରେ ସେ ୧୪୪ଟି ସ୍ୱଂୟ ସହାୟକ ଗୋଷ୍ଠୀଙ୍କୁ ମିଶନ୍‌ ଶକ୍ତି ଗୃହ ନିର୍ମାଣ ନିମନ୍ତେ କାର୍ଯ୍ୟାଦେଶ ଦେଇଥିଲେ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.