Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଜଣା ଗାଡି ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଓ ଦୁଇ ଶିଶୁ ଗୁରୁତର
ଆଜିର ଖବର

ଅଜଣା ଗାଡି ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଓ ଦୁଇ ଶିଶୁ ଗୁରୁତର

March 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଅନୁଗୁଳ : ଅଜଣା ଗାଡ଼ି ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଓ ଦୁଇ ଶିଶୁ ଗୁରୁତର ହୋଇଛନ୍ତି । ଏନଏଚ୍‌-55 ଜରପଡା ଥାନା ନିକଟରେ ଏହି ଦୁର୍ଘଟଣା ଘଟିଛି । ବିଳମ୍ବିତ ରାତ୍ରିରେ ବାଇକ୍‌ରେ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣଙ୍କ ହେଲେ ନୀଳମଣି ବେହେରା। ତାଙ୍କ ସ୍ତ୍ରୀ ଓ ଦୁଇ  ଶିଶୁଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସ୍ତ୍ରୀ ଓ ଦୁଇ ଶିଶୁଙ୍କ ଅବସ୍ଥା ଗୁରୁତର ରହିଛି । ରାତି ପ୍ରାୟ ୩ଟା ବେଳେ ଏ ଦୁର୍ଘଟଣା ଘଟିଥିବାର ଜଣାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026
Latest News

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.