Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଜଣେ ପାଇଲଟ୍ ନିଖୋଜ ଅଛନ୍ତି: ବୈଦେଶିକ ମନ୍ତ୍ରଣାଳୟ
ଆଜିର ଖବର

ଭାରତର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଜଣେ ପାଇଲଟ୍ ନିଖୋଜ ଅଛନ୍ତି: ବୈଦେଶିକ ମନ୍ତ୍ରଣାଳୟ

February 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
One fighter plane crashed one Pilot missing: Ministry of External Affairs
One fighter plane crashed one Pilot missing: Ministry of External Affairs

ଭାରତୀୟ ବିଦେଶ ମନ୍ତ୍ରାଳୟ ଏବଂ ବାୟୁସେନା ପକ୍ଷରୁ ଏନେଇ ସାମ୍ବାଦିକ ସମ୍ମିଳନୀରେ ପାକିସ୍ତାନର ବିମାନକୁ ମାରି ଖସାଯାଇଥିବା ନେଇ ସ୍ପଷ୍ଟ କରିଛନ୍ତି । ବିଦେଶ ସଚିବ କହିଛନ୍ତି, ନିୟନ୍ତ୍ରଣ ସୀମା ରେଖା ଅତିକ୍ରମ କରି ଆଜି ପାକିସ୍ତାନର ଏକ ଯୁଦ୍ଧ ବିମାନ ଭାରତୀୟ ଆକାଶ ସୀମା ଭିତରକୁ ଚାଲିଆସିଥିଲା । ଜମ୍ମୁକଶ୍ମୀର ରଜୌରୀ ଜିଲ୍ଳାର ନୌସେରା ସେକ୍ଟର ଭିତରକୁ ପାକିସ୍ତାନ ଯୁଦ୍ଧ ବିମାନ ପଶି ଆସିଥିଲା । ତେବେ ଭାରତୀୟ ବାୟୁସେନାର କଡା ଜବାବରେ ପାକର ଯୁଦ୍ଧ ବିମାନଟି ସଂପୂର୍ଣ୍ଣ ରୂପେ କ୍ଷତିଗ୍ରସ୍ତ ହୋଇ ତଳେ ପଡିଯାଇଥିଲା । ତେବେ ଏହି ଅପରେସନ ବେଳେ ଭାରତର ମଧ୍ୟ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି ଏବଂ ଜଣେ ପାଇଲଟ ଏବେ ନିଖୋଜ ଅଛନ୍ତି ବୋଲି ବିଦେଶ ମନ୍ତ୍ରାଳୟ କହିଛି । ଜଣେ ଭାରତୀୟ ପାଇଲଟ୍‌କୁ କବ୍‌ଜାରେ ରଖିଥିବାର ପାକିସ୍ତାନ ଦାବି କରୁଛି ।  ତେବେ ପାକିସ୍ତାନର ଦାବି କେତେ ଦୂର ସତ , ତାହା ନେଇ ଏବେ ଯାଂଚ କରାଯାଉଛି ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି । ପାକିସ୍ତାନ ଟୁଇଟ୍ କରି ପ୍ରକାଶ କରିଛି ଯେ ଭାରତୀୟ ବାୟୁସେନାର ଓ୍ଵିଙ୍ଗ୍ କମାଣ୍ଡରଙ୍କୁ ଏବେ ପାକିସ୍ତାନ ସେନା ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

airstrike thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026
Latest News

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.