Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ୍‌ 19 : ମୁମ୍ବାଇରେ ଫସି ରହିଥିବା ବରିଷ୍ଠ ନାଗରିକଙ୍କୁ ମୋ ପରିବାରର ସହାୟତା
ଆଜିର ଖବର

କୋଭିଡ୍‌ 19 : ମୁମ୍ବାଇରେ ଫସି ରହିଥିବା ବରିଷ୍ଠ ନାଗରିକଙ୍କୁ ମୋ ପରିବାରର ସହାୟତା

March 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ସମଗ୍ର ବିଶ୍ବ କରୋନା ଦ୍ବାରା ପ୍ରଭାବିତ ହୋଇଥିବା ବେଳେ ମୁମ୍ବାଇରେ ଫସି ରହିଥିବା ରାଜ୍ୟ 25 ଜଣ ବରିଷ୍ଠ ନାଗରିକଙ୍କୁ ସହାୟତା କରିଛି ଓଡିଶା ମୋ ପରିବାର । ଗୁଜରାଟ ଏବଂ ରାଜସ୍ଥାନକୁ ତୀର୍ଥଯାତ୍ରାରେ ଯାଇଥିବା ଏହି ବରିଷ୍ଠ ନାଗରିକଙ୍କ ମୁମ୍ବାଇରେ ଫସି ରହିଥିବା ନେଇ କଟକ ବରିଷ୍ଠ ନାଗରିକ ମହାସଭାର ଚେୟାରମ୍ୟାନ୍‌ ବିଷ୍ଣୁ ଦାସ ସାମନ୍ତ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ସୂଚନା ଦେଇଥିଲେ । ଏହି ଯାତ୍ରୀ ମାନଙ୍କ ମଧ୍ୟରୁ 17 ଜଣ ବିମାନ ଟିକଟ କରି ସାରିଥିଲେ ମଧ୍ୟ ଲକ୍‌ଡାଉନ୍‌ କାରଣରୁ ଅଟକି ରହିଥିଲେ । ମୁଖ୍ୟମନ୍ତ୍ରୀ ଏବଂ ମୋ ପରିବାର ଆବାହକ ଅରୂପ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ ପରେ ସେ କୁର୍ଲା ଷ୍ଟେସନ୍‌ର ପୋଲିସ୍‌ ଅଧିକାରୀଙ୍କୁ ସମ୍ପର୍କ କରିଥିଲେ । କୁର୍ଲା ଷ୍ଟେସନ୍‌ର ବରିଷ୍ଠ ଇନ୍ସପେକ୍ଟର ତେଜାଲେଙ୍କ ସହଯୋଗରେ ଉକ୍ତ 17 ଜଣଙ୍କୁ ବିମାନବନ୍ଦରରେ ପହଞ୍ଚାଇବା ସହିତ ବାକି ଯାତ୍ରୀଙ୍କ ପାଇଁ ଲଜ୍‌ରେ ରହିବାର ବନ୍ଦୋବସ୍ତ କରିଥିଲେ । ଏହି ଘଟଣା ପରେ ମୋ ପରିବାର ଆବାହକ ଅରୂପ ପଟ୍ଟନାୟକଙ୍କ, ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ନାଗରିକଙ୍କ ପକ୍ଷରୁ ଧନ୍ୟବାଦ ଜ୍ଞାପନ କରାଯାଇଛି ।

covid19
Share. Facebook Twitter LinkedIn Email WhatsApp Copy Link

Related Posts

Konark Sand Art Festival: କୋଣାର୍କରେ ଉଦଘାଟିତ ହେଲା ବାଲୁକା କଳା ଉତ୍ସବ

December 1, 2025

AIDS Awareness Program: ବ୍ରହ୍ମପୁରରେ ଏଡସ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

December 1, 2025

ରାଜ୍ୟସଭାରେ ଉଠିଲା ଓଡିଶାର ଭୂତଳ ଜଳସ୍ତର ହ୍ରାସ ପ୍ରସଂଗ, ଉତ୍ତରରେ ଜଳଶକ୍ତି ମନ୍ତ୍ରୀ କହିଲେ..

December 1, 2025

ପୂର୍ବତଟ ରେଳପଥ ଆୟୋଜନ କଲା ଦ୍ୱିତୀୟ ନୀଳାଦ୍ରି କପ୍ T-20 ଆନ୍ତଃବିଭାଗୀୟ କ୍ରିକେଟ୍ ଚାମ୍ପିଅନସିପ୍

December 1, 2025
Latest News

Subhadra Shakti Mela: କୋଣାର୍କ ଉତ୍ସବ ଅବସରରେ ଉଦଘାଟିତ ହେଲା ସୁଭଦ୍ରା ଶକ୍ତି ମେଳା

December 1, 2025

Konark Sand Art Festival: କୋଣାର୍କରେ ଉଦଘାଟିତ ହେଲା ବାଲୁକା କଳା ଉତ୍ସବ

December 1, 2025

Konark Festival Inauguration: ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦଘାଟିତ ହେଲା କୋଣାର୍କ ଉତ୍ସବ

December 1, 2025

SOA Yuva Sahitya Sammana: ସୂର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ପ୍ରଦାନ କରାଗଲା ସୋଆ ଯୁବ ସାହିତ୍ୟ ସମ୍ମାନ 

December 1, 2025

AIDS Awareness Program: ବ୍ରହ୍ମପୁରରେ ଏଡସ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

December 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.