Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁଦ୍ଧ ହେଲେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଯିବ, ଏଣୁ କଥାବାର୍ତ୍ତା ହିଁ ଏକମାତ୍ର ପନ୍ଥା : ଇମ୍ରାନ ଖାଁ
ଆଜିର ଖବର

ଯୁଦ୍ଧ ହେଲେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଯିବ, ଏଣୁ କଥାବାର୍ତ୍ତା ହିଁ ଏକମାତ୍ର ପନ୍ଥା : ଇମ୍ରାନ ଖାଁ

February 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
war will make circumstances worse, dialogue is the only way: Imran Khan
war will make circumstances worse, dialogue is the only way: Imran Khan

ବିମାନ ଆକ୍ରମଣକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବାବେଳେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଶାନ୍ତି ପାଇଁ ପ୍ରସ୍ତାବ ଦେଇଛନ୍ତି । ଏପରି ସ୍ଥିତି ଜାରି ରହିଲେ ଭାରତ ଓ ପାକିସ୍ତାନର ପରିସ୍ଥିତି ଆହୁରି ଜଟିଳମୟ ହେବ, ଯାହାକୁ ସେ ନିଜେ କିମ୍ବା ନରେନ୍ଦ୍ର ମୋଦି କେହି ବି ଅଟକାଇପାରିବେ ନାହିଁ । ଆତଙ୍କବାଦୀ ବିରୁଦ୍ଧରେ ସେ କଥାବାର୍ତ୍ତା ସହ ସହଯୋଗ ପାଇଁ ରାଜି ଅଛନ୍ତି ବୋଲି କହିଛନ୍ତି ।  ଆଜି ପାକିସ୍ତାନର ଏଫ୍‌-୧୬ ଲଢୁଆ ବିମାନ ଭାରତର ବାୟୁସୀମା ନିୟନ୍ତ୍ରଣ ସୀମାରେଖା ଅତିକ୍ରମ କରିଥିବାବେଳେ ଭାରତୀୟ ବାୟୁସେନା ଏହାକୁ ନଷ୍ଟ କରିଦେଇଛି । ଏହି ବିମାନଟି ଜାମ୍ମୁ ଓ କାଶ୍ମୀରର ରାଜୌରୀ ସେକ୍ଟରରେ ପଡିଛି । ତେବେ ଭାରତ ପକ୍ଷରୁ ମଧ୍ୟ ଗୋଟିଏ ମିଗ୍‌-୨୧ ବିମାନ ଧ୍ୱଂସ ପାଇଯାଇଛି ।

imrankhan thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବଡ ସଂଖ୍ୟକ ପଦବୀ ପାଇଁ ନିଯୁକ୍ତି ଘୋଷଣା କଲା ରେଳବାଇ: ଜାଣନ୍ତୁ କେଉଁମାନେ କରିବେ ଆବେଦନ

January 9, 2026

ଆନ୍ତର୍ଜାତୀୟ ମାନୁଆଲ୍ ଥେରାପି ସମ୍ମିଳନୀ ଉଦଘାଟିତ

January 9, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ଉପହାର ସାମଗ୍ରୀ ଯୋଗାଇବେ ସରକାର

January 9, 2026

ଜାନୁଆରୀ ୧୦ ଯାଏଁ ଗାନ୍ଧୀନଗରରେ ଆୟୋଜିତ ହେବ ଜାତୀୟ ଖଣିଜ ଚିନ୍ତନ ଶିବର- ୨୦୨୬

January 9, 2026
Latest News

ବଡ ସଂଖ୍ୟକ ପଦବୀ ପାଇଁ ନିଯୁକ୍ତି ଘୋଷଣା କଲା ରେଳବାଇ: ଜାଣନ୍ତୁ କେଉଁମାନେ କରିବେ ଆବେଦନ

January 9, 2026

ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….

January 9, 2026

ଆଠ ଟିଏମସି ସାଂସଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ: ଗୃହ ମନ୍ତ୍ରଣାଳୟ ବାହାରେ କରୁଥିଲେ ପ୍ରତିବାଦ

January 9, 2026

ଆଜିଠୁ WPL 2026 ର ଉଦଘାଟନୀ ଉତ୍ସବ: ଜାଣନ୍ତୁ କେବେ ଏବଂ କେଉଁଥିରେ ଦେଖିବେ ମ୍ୟାଚ

January 9, 2026

ବୋମା ଧମକ ମିଛ: ଏସଓପି ଜାରି କରିବାକୁ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.