Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ଡାକ୍ତର ନର୍ସଙ୍କୁ ଆଗୁଆ ଦରମା
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ଡାକ୍ତର ନର୍ସଙ୍କୁ ଆଗୁଆ ଦରମା

March 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ ଘୋଷଣା । ରାଜ୍ୟର ସମସ୍ତ ଡାକ୍ତର, ନର୍ସ ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଆଗୁଆ ଦରମା ଘୋଷଣା କରାଯାଇଛି । ଡାକ୍ତର ଏବଂ ନର୍ସ ମାନଙ୍କୁ ଚାରି ମମାସର ଆଗୁଆ ଦରମା ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏହି ଘୋଷଣା କରିଛନ୍ତି ।

ସେହିପରି ଡାକ୍ତରଙ୍କ ପ୍ରତି ଖରାପ ବ୍ୟବହାର ପ୍ରଦର୍ଶନ କରୁଥିବା ଲୋକଙ୍କୁ ବାନ୍ଧିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନର ଜରୁରୀ କାଳୀନ ପରସ୍ଥିତିରେ ସମଗ୍ର ଦେଶ ଡାକ୍ତରଙ୍କ ସହିତ ରହିଥିବା ନେଇ ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି ।

covid19 naveenpattnaik
Share. Facebook Twitter LinkedIn Email WhatsApp Copy Link

Related Posts

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

September 15, 2026

ବାଇକ୍-ଟ୍ରଲି ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

September 15, 2026

ସେମିକନ୍ ଇଣ୍ଡିଆ ୨୦୨୬: ସେପ୍ଟେମ୍ବର ୧୭ରେ ୫ମ ସଂସ୍କରଣର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2026

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026
Latest News

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

September 15, 2026

ବାଇକ୍-ଟ୍ରଲି ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

September 15, 2026

ସେମିକନ୍ ଇଣ୍ଡିଆ ୨୦୨୬: ସେପ୍ଟେମ୍ବର ୧୭ରେ ୫ମ ସଂସ୍କରଣର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2026

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ ଜଳିବ ‘ଆଶୀର୍ବାଦର ଦୀପ’: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.