Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହେଲିକପ୍ଟର ଦୁର୍ଘଟଣାରେ ନେପାଳର ପର୍ଯ୍ୟଟନ ମନ୍ତ୍ରୀଙ୍କ ସମେତ ୭ ମୃତ
ଆଜିର ଖବର

ହେଲିକପ୍ଟର ଦୁର୍ଘଟଣାରେ ନେପାଳର ପର୍ଯ୍ୟଟନ ମନ୍ତ୍ରୀଙ୍କ ସମେତ ୭ ମୃତ

February 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନେପାଳ ଠାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ନେପାଳର ପର୍ଯ୍ୟଟନ ମନ୍ତ୍ରୀ ରବିନ୍ଦ୍ର ଅଧିକାରୀଙ୍କ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ଏହି ଘଟଣାରେ ମନ୍ତ୍ରୀଙ୍କ ସମେତ ଆହୁରି ୬ଜଣ ଲୋକଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣା ନେପାଳର ପୂର୍ବ ଭାଗରେ ହୋଇଛି । ହେଲିକପ୍ଟରଟି ନେପାଳର ପାହାଡି ଇଲାକାରେ ଉଡାଣ ଭରୁଥିଲା । ଏହି ସମୟରେ ହିଁ ଦୁର୍ଘଟଣା ଘଟିଥିଲା । ହେଲିକପ୍ଟରଟି ଉଡାଣ ଭରିବାର କିଛି ସମୟ ପରେ କାଠମାଣ୍ଡୁ ସ୍ଥିତ ଏୟାରପୋର୍ଟ ଟାୱାର ସହ ସମ୍ପର୍କ ବିଛିନ୍ନ ହୋଇଥିଲା । ଦୁର୍ଘଟଣାସ୍ଥଳ କାଠମାଣ୍ଡୁଠାରୁ ୪୦୦ କିଲୋମିଟର ଦୂରରେ ରହିଛି । ତେବେ ଏହି ହେଲିକପ୍ଟରରେ ପର୍ଯ୍ୟଟନ ମନ୍ତ୍ରୀଙ୍କ ସମେତ ପାଇଲଟ୍ ଏବଂ ଅନ୍ୟ ୬ଜଣ ବ୍ୟକ୍ତି ରହିଥିଲେ । ଏହି ଦୁର୍ଘଟଣା ପରେ ନେପାଳ ପ୍ରଧାନମନ୍ତ୍ରୀ ଜରୁରୀକାଳୀନ ବୈଠକ ଡାକିଛନ୍ତି ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.