Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭବାନୀ ଚରଣ ପଟ୍ଟନାୟକଙ୍କୁ ମାଗାଣା ଚିକିତ୍ସା ପାଇଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଭବାନୀ ଚରଣ ପଟ୍ଟନାୟକଙ୍କୁ ମାଗାଣା ଚିକିତ୍ସା ପାଇଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

March 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅସୁସ୍ଥତା କାରଣରୁ ଭୁବନେଶ୍ବରର କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଶ୍ରୀ ପଟ୍ଟନାୟକଙ୍କୁ ଭର୍ତ୍ତି କରାଯାଇଛି । ଛାତିରେ ଯନ୍ତ୍ରଣା କାରଣରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ବର୍ଷୀୟାନ୍‌ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ କ୍ୟାପିଟାଲ୍‌ ହସ୍ପିଟାଲର ନିର୍ଦ୍ଦେଶକଙ୍କ ସହିତ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ରହିଥିବା କହିଛନ୍ତି । ଭବାନୀ ପଟ୍ଟନାୟକଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ ବୋଲି ଜଣାପଡିଛି । ଏହା ସହିତ ଭବାନୀ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

naveenpattnaik
Share. Facebook Twitter LinkedIn Email WhatsApp Copy Link

Related Posts

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026

ମହାନଦୀ ଟ୍ରିବୁନାଲ ପାଖରୁ ଅନ୍ତରୀଣ ରାୟ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

April 10, 2026

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

April 10, 2026

ଆଜିର RR ଏବଂ RCB ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ ରିପୋର୍ଟ

April 10, 2026
Latest News

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026

ମହାନଦୀ ଟ୍ରିବୁନାଲ ପାଖରୁ ଅନ୍ତରୀଣ ରାୟ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

April 10, 2026

ଯୁଦ୍ଧ ସମସ୍ତଙ୍କ ପାଇଁ କ୍ଷତିକାରକ

April 10, 2026

ଯୁଦ୍ଧବିରତି ପରେ ଶେଷ ହେବ କି LPG ଚିନ୍ତା, ଜାଣନ୍ତୁ କ’ଣ କହିଲେ ସରକାର?

April 10, 2026

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.