Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ସଙ୍କଟ : ନିଜ ରାଜ୍ୟର ଦାୟିତ୍ବ ଗ୍ରହଣ ପାଇଁ ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦି
ଆଜିର ଖବର

କରୋନା ସଙ୍କଟ : ନିଜ ରାଜ୍ୟର ଦାୟିତ୍ବ ଗ୍ରହଣ ପାଇଁ ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦି

March 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନିଜ ନିଜ ରାଜ୍ୟର ଦାୟିତ୍ବ ଗ୍ରହଣ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ନିଜର ମନ୍ତ୍ରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ଏହା ସହିତ ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଭାବରେ ବିଭିନ୍ନ ନେତାଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି । ଏହି ନେତାମାନେ ନିଜ ରାଜ୍ୟର କରୋନା ସମ୍ପର୍କିତ ଅପଡେଟ୍‌ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିବେ । ସ୍ଥାନୀୟ ପ୍ରଶାସନ ସହିତ ନିୟମିତ ସମ୍ପର୍କ ରଖିବା ସହିତ ଏ ସମ୍ପର୍କରେ ତଥ୍ୟ ପ୍ରଦାନ କରିବେ । ମୁଖ୍‌ତାର ଆବ୍ବାସ ନକ୍‌ଭୀଙ୍କୁ ଝାରଖଣ୍ଡର ଦାୟିତ୍ବ ପ୍ରଦାନ କରାଯାଇଥିବା ବେଳେ ପ୍ରକାଶ ଜାଭଡେକର ଏବଂ ନୀତିନ୍‌ ଗଡକରୀଙ୍କୁ ମହାରାଷ୍ଟ୍ରର ଦାୟିତ୍ବ ପ୍ରଦାନ କରାଯାଇଛି । ରାଜନାଥ ସିଂ, ମହେନ୍ଦ୍ର ନାଥ ପାଣ୍ଡେ, ସଞ୍ଜୀବ ବଲ୍ୟାନ ଏବଂ କ୍ରିଷ୍ଣପାଲ ଗୁର୍ଜରଙ୍କୁ ଉତ୍ତର ପ୍ରଦେଶର ଦାୟିତ୍ବ ପ୍ରଦାନ କରାଯାଇଛି ।

ରବିଶଙ୍କର ପ୍ରସାଦଙ୍କୁ ବିହାରର ଦାୟିତ୍ବ ପ୍ରଦାନ କରାଯାଇଥିବା ବେଳେ ରାମ ବିଳାଶ ପାଶ୍ବାନ ଏବଂ ଗଜେନ୍ଦ୍ର ଶିଂ ଶେଖାଓ୍ବାତଙ୍କୁ ଯଥାକ୍ରମେ ରାଜସ୍ଥାନ ଏବଂ ପଞ୍ଜାବର ଦାୟିତ୍ବ ପ୍ରଦାନ କରାଯାଇଛି । (ଏଜେନ୍ସି)

covid19 Modi
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026
Latest News

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026

ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ’ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.