Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା ପାଇଁ ଭାରତୀୟ ସେନା ‘ଅପରସେନ ନମସ୍ତେ’ର ଅଭିଯାନ ଆରମ୍ଭ କଲା
ଆଜିର ଖବର

କରୋନା ମୁକାବିଲା ପାଇଁ ଭାରତୀୟ ସେନା ‘ଅପରସେନ ନମସ୍ତେ’ର ଅଭିଯାନ ଆରମ୍ଭ କଲା

March 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଭାଇରସ୍‌କୁ ହରାଇବା ପାଇଁ ଭାରତୀୟ ସେନା ଅପରେସନ୍‌ ନମସ୍ତେର ଆରମ୍ଭ କରିଛି। ଏହା ସମ୍ପର୍କରେ ଘୋଷଣା କରି ଆର୍ମିଚିଫ୍ ଏମଏ୍‌ ନରଓ୍ବାଣେ କହିଛନ୍ତି ଯେ, ଭାରତୀୟ ସେନା ଅତୀତରେ ସମସ୍ତ ଅଭିଯାନକୁ ସଫଳତାପୂର୍ବକ ଶେଷ କରିଛି। ସେହିପରି ଅପରେସନ୍‌ ନମେସ୍ତ ମଧ୍ୟ ସଫଳତା ପୂର୍ବକ ଶେଷ କରାଯିବ ବୋଲି କହିଛନ୍ତି ସ୍ଥଳସେନା ମୁଖ୍ୟ ନରଓ୍ବାଣେ। ଏଥିପାଇଁ ସେନା ତରଫରୁ ହେଲ୍ପ ଲାଇନ୍‌ ନମ୍ବର ଜାରି କରାଯାଇଛି ।

ସାଉଥନ୍ କମାଣ୍ଡ, ଇଷ୍ଟର୍ନ କମାଣ୍ଡ, ୱେଷ୍ଟର୍ଣ୍ଣ କମାଣ୍ଡ, ସେଣ୍ଟ୍ରାଲ କମାଣ୍ଡ, ଉତ୍ତର କମାଣ୍ଡ, ଦକ୍ଷିଣ ପଶ୍ଚିମ କମାଣ୍ଡ  ଦିଲ୍ଲୀ ମୁଖ୍ୟାଳୟରେ କରୋନା ହେଲ୍ପ ସେଣ୍ଟର ନିର୍ମାଣ କରିଛି। ଶୁକ୍ରବାର ଦିନ ଏଥିପାଇଁ ନମ୍ବର ମଧ୍ୟ ଜାରି କରାଯାଇଛି। ଏହା ଜରିଆରେ କରୋନା ଭାଇରସ ଯୋଗୁଁ  ହଇରାଣ ହେଉଥିବା ଲୋକଙ୍କୁ ସାହାଯ୍ୟ କରାଯିବ। ସେହିପରି ସାଧାରଣ ଲୋକଙ୍କୁ ଏହା ସମ୍ପର୍କରେ ସୂଚନା ଦିଆଯିବ। (ଏଜେନ୍ସି)

indian army
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲରେ ଅସୁସ୍ଥ ନବଜାତ ଶିଶୁକୁ ନୂଆ ଜୀବନ ଦେଲେ ଡାକ୍ତର

July 6, 2026

ରଣପୁରର ନୂଆପଡ଼ା ସଂରକ୍ଷିତ ଜଙ୍ଗଲରେ ୭୭ତମ ବନମହୋତ୍ସବ ପାଳିତ

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026

ଗଣ୍ଠିବାତ ନିରାକରଣ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

July 6, 2026
Latest News

ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ଦୈନିକ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

July 6, 2026

ସମ୍ ହସ୍ପିଟାଲରେ ଅସୁସ୍ଥ ନବଜାତ ଶିଶୁକୁ ନୂଆ ଜୀବନ ଦେଲେ ଡାକ୍ତର

July 6, 2026

ରଣପୁରର ନୂଆପଡ଼ା ସଂରକ୍ଷିତ ଜଙ୍ଗଲରେ ୭୭ତମ ବନମହୋତ୍ସବ ପାଳିତ

July 6, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ୍ ହେଲା ଏହି ସବୁ ଟ୍ରେନ

July 6, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.