Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ୍‌-19 : ନିଟ୍‌ ପରୀକ୍ଷା ସ୍ଥଗିତ ରଖିଲେ କେନ୍ଦ୍ର ସରକାର
ଆଜିର ଖବର

କୋଭିଡ୍‌-19 : ନିଟ୍‌ ପରୀକ୍ଷା ସ୍ଥଗିତ ରଖିଲେ କେନ୍ଦ୍ର ସରକାର

March 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଭାଇରସ୍‌ କାରଣରୁ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା (ନିଟ୍‌) ସ୍ଥଗିତ ରଖିବାର ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଶୁକ୍ରବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି । ଆସନ୍ତା ମେ 3 ତାରିଖରେ ନିଟ୍‌ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଥିଲା । ବର୍ତ୍ତମାନ ଦେଶରେ 21 ଦିନ ବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଶୁକ୍ରବାର ସରକାରଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି । (ଏଜେନ୍ସି)

covid19 neet
Share. Facebook Twitter LinkedIn Email WhatsApp Copy Link

Related Posts

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026
Latest News

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.